Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫାଇନାନ୍ସ କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର, ଉତ୍ୟକ୍ତ ଜନତାଙ୍କ ରାସ୍ତାରୋକ

by ସଞ୍ଜୟ ସ୍ୱାଇଁ
May 31, 2021
in Crime, Nayagarh, State
ଫାଇନାନ୍ସ କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର, ଉତ୍ୟକ୍ତ ଜନତାଙ୍କ ରାସ୍ତାରୋକ
2.3k
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ନୟାଗଡ଼ ଟାଉନ ଥାନା ଅଧିନସ୍ତ ଘଡୁଆଳ ନିକଟରେ ଘଟିଛି ଅଘଟଣ । ଘଡୁଆଳ ଛକ ନିକଟରେ ଜଣଙ୍କ ଘରୁ କଇଥିଗାଡିଆ ଗ୍ରାମର ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ଘଟଣାକୁ ନେଇ ଉତ୍ୟକ୍ତ ଲୋକେ ରାସ୍ତାରୋକ କରିଛନ୍ତି । ଉକ୍ତ ଯୁବକ କଇଥିଗାଡିଆ ଗ୍ରାମର ସଭାପତି ବିଜୟ ନାୟକ (ଅଲେଖ) ବୋଲି ଜଣା ପଡିଛି । ଉକ୍ତ ଯୁବକ ଆଦିତ୍ୟ ଆଶୋସିଏଟର ରିକଭରି କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ । ଘଟଣାସ୍ଥଳରେ ନୟାଗଡ଼ ଟାଉନ ଥାନା ଆଇଆଇସି ଜୟଦିପ ମହାନ୍ତି ଉପସ୍ଥିତ ରହି ତଦନ୍ତ ଚଳାଇଛନ୍ତି । ଅନ୍ୟପଟେ ଉତ୍ୟକ୍ତ ଯୁବକ ରାସ୍ତାରୋକ ଜାରି ରଖିଛନ୍ତି । କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଛି ଏହାକୁ ନେଇ ତଦନ୍ତ ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!