Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶେଷ ହେଲା ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ

by ସଞ୍ଜୟ ସ୍ୱାଇଁ
March 14, 2024
in Politics, State
‘ଟାଇମ୍ସ ନାଓ’ର ନିର୍ବାଚନୀ ସର୍ଭେ, ଓଡ଼ିଶାରେ ପୁଣି ବିଜେଡି, ବଢ଼ିଛି ନବୀନଙ୍କ ଲୋକପ୍ରିୟତା
332
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶେଷ ହେଲା ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକ ପରେ ପ୍ରତିକ୍ରିୟା ରଖିଲେ ଦେବୀ ମିଶ୍ର । କହିଲେ, ନିର୍ବାଚନୀ ରଣକୌଶଳ ବିଷୟରେ ଆଜି ବୈଠକରେ ଆଲୋଚନା ହୋଇଛି । ଏନେଇ ବିଭିନ୍ନ ଦଳର ପର୍ଯ୍ୟବେକ୍ଷକ ଦଳର ସୁପ୍ରିମୋଙ୍କୁ ରିପୋର୍ଟ ଦେଇଥିଲେ । ସେହିପରି ମେଣ୍ଟ ପ୍ରଶ୍ନକୁ ଏଡାଇ ଦେଇ ଯାଇଥିଲେ ଦେବୀ ମିଶ୍ର । ମେଣ୍ଟ ପ୍ରଶ୍ନର କୌଣସି ଉତ୍ତର ସେ ରଖିନଥିଲେ । ବିଜେପି –ବିଜେଡି ମେଣ୍ଟକୁ ନେଇ କିଛିଦିନ ହେବ ଚର୍ଚ୍ଚା ଜୋର ଧରିଥିଲା । ବାରାମ୍ବାର ରାଜ୍ୟ ବିଜେପି ନେତୃତ୍ୱକୁ ଓଡିଶାକୁ ଡାକରା ଆସୁଥିଲା । ହେଲେ ଆଜି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା ମେଣ୍ଟ ଚର୍ଚ୍ଚାକୁ ଆହୁରି ବଢାଇ ଦେଇଥିଲା । ପ୍ରଥମେ ରାଜ୍ୟରେ ବିଜେପି ଏକାକୀ ଲଢିବ ବୋଲି କହିଥିଲେ । ହେଲେ ପରେ ସେନିଜ ବକ୍ତବ୍ୟରୁ ୟଟଣ୍ଣର୍୍ ନେଇଥିଲେ । ଯାହା ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଥିଲା । ହେଲେ ଏବେ ଯାଏଁ ରାଜ୍ୟରେ ବିଜେଡି ବିଜେପି ମେଣ୍ଟ ନେଇ ସ୍ଥିର ଚିତ୍ର ସାମ୍ନାକୁ ଆସିପାରିନାହିଁ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!