Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାର୍ଚ୍ଚ ୧୯ରୁ ମାଟ୍ରିକ୍ ଖାତା ଦେଖା

by ସଞ୍ଜୟ ସ୍ୱାଇଁ
March 6, 2025
in Education, State
ମାର୍ଚ୍ଚ ୧୯ରୁ ମାଟ୍ରିକ୍ ଖାତା ଦେଖା
108
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଚଳିତ ମାଟ୍ରିକ ପରୀକ୍ଷା ଆଜି ଶେଷ ହୋଇଛି । ପରୀକ୍ଷା ସାରି ଛାତ୍ରଛାତ୍ରୀ ମାନେ ପରୀକ୍ଷା କେନ୍ଦ୍ରରୁ ହସହସ ମୁହଁରେ ବାହାରିଛନ୍ତି । ସମସ୍ତ ପରୀକ୍ଷା ଭଲ ହୋଇଛି ବୋଲି କହିଛନ୍ତି । ଚଳିତ ଥର ମାଟ୍ରିକ, ମଧ୍ୟମା ଓ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ୫ ଲକ୍ଷ ୨୨ ହଜାର ୩୬୬ ପରୀକ୍ଷାର୍ଥୀ ୩ ହଜାର ୧୩୩ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି । ମାର୍ଚ୍ଚ ୧୯ ତାରିଖରୁ ଖାତା ଦେଖା ଆରମ୍ଭ ହେବ । ମେ ପ୍ରଥମ ସପ୍ତାହରେ ଫଳ ପ୍ରକାଶ ପାଇବ ବୋଲି କୁହାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!