Friday, November 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୟାନକ ଅଗ୍ନିକାଣ୍ଡ, ୪୧ଲୋକ ମୃତ

by ସଞ୍ଜୟ ସ୍ୱାଇଁ
June 12, 2024
in WORLD
ଭୟାନକ ଅଗ୍ନିକାଣ୍ଡ, ୪୧ଲୋକ ମୃତ
92
VIEWS
Share on FacebookShare on Twitter

କୁଏତ, (ବାଘୁଆବାର୍ତ୍ତା): କୁଏତରେ ଭୟାନକ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡ ରେ ୪୧ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ଥିତି ଗମ୍ଭୀର ରହିଛି । କୁଏତ କୋଠାରେ ଭାରତୀୟ କର୍ମଚାରୀ ମଧ୍ୟ କାମ କରିବା ସହ ବିଭିନ୍ନ କର୍ମଚାରୀ କାମ କରୁଥିଲେ । କୁଏତରେ ଶ୍ରମିକ ଆବାସରେ ରହିଥିବା ଏହି କର୍ମଚାରୀ ମାନଙ୍କ ମଧ୍ୟରୁ ୪୧ ଲୋକଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି ଏଥିସହ ଅଧିକାରୀ ମାନଙ୍କ କହିବା ଅନୁଯାୟୀ ବୁଧବାର ଦିନ ୧୬୦ ଲୋକ କାମ କରିବା ସହ ପୁରା ଗୋଟିଏ କମ୍ଫାନୀ ର ଲୋକ ସେଠାରେ କାମ କରୁଥିଲେ । ସେଠିକାର ଜଣେ ଭାରତୀୟ କର୍ମଚାରୀ ଏକ୍ସରେ ଲେଖିଛନ୍ତି ଏହା ଭାରତୀୟ କର୍ମଚାରୀ ଙ୍କ ପାଇଁ କୁଏତରେ ଏକ ଦୁଖଦ ଘଟଣା ଘଟିଛି । ଯାହା କେବେ ବି କୈାଣସି ଭାରତୀୟ ଭୁଲିପାରିବ ନାହିଁ । ଏଥିସହ କୁଏତ ଅଧିକାରୀ ହେଲପଲାଇନ ନମ୍ବର ମଧ୍ୟ ଜାରି କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!