Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରୋଇ ଇଞ୍ଜିନିୟରିଂ ‘ଜିଆଇଇଟି’ରେ ବଡ଼ଧରଣର ଅଗ୍ନିକାଣ୍ଡ

by ସଞ୍ଜୟ ସ୍ୱାଇଁ
May 10, 2025
in State
ଘରୋଇ ଇଞ୍ଜିନିୟରିଂ ‘ଜିଆଇଇଟି’ରେ ବଡ଼ଧରଣର ଅଗ୍ନିକାଣ୍ଡ
25
VIEWS
Share on FacebookShare on Twitter

ଗୁଣପୁର, (ବାଘୁଆବାର୍ତ୍ତା): ଘରୋଇ ଇଞ୍ଜିନିୟରିଂ ‘ଜିଆଇଇଟି’ ବିଶ୍ୱବିଦ୍ୟାଳୟରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଏହି ଘରୋଇ ଇଞ୍ଜିନିୟରିଂ କମ୍ପ୍ୟୁଟର ଲ୍ୟାବରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଘରୋଇ ଇଞ୍ଜିନିୟରିଂ ବିଶ୍ୱବିଦ୍ୟାଳୟରେ ଲାଗିଥିବା ନିଆଁକୁ ଆୟତ୍ତ କରିଥିଲେ। ଅପରପକ୍ଷରେ ଘରୋଇ ଇଞ୍ଜିନିୟରିଂ ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷ ଏବଂ ପୁଲିସ ଘଟଣାର ତଦନ୍ତ କରୁଥିବା ସୂଚନା ମିଳିଛି।

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025
ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

May 22, 2025
୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ,  ବନ୍ଧାହେଲେ ୪ ଅଧିକାରୀ

୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ, ବନ୍ଧାହେଲେ ୪ ଅଧିକାରୀ

May 22, 2025
ବଲାଙ୍ଗୀର ବିଜେପିରେ ଫାଟ,  ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

ବଲାଙ୍ଗୀର ବିଜେପିରେ ଫାଟ, ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!