Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ୟାମା ସୋରୁମରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ପୋଷାକ ପୋଡ଼ି

by ସଞ୍ଜୟ ସ୍ୱାଇଁ
October 26, 2023
in Feature News
ଶ୍ୟାମା ସୋରୁମରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ପୋଷାକ ପୋଡ଼ି
1.1k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଖଣ୍ଡପଡ଼ା ରାସ୍ତାରେ ଅବସ୍ଥିତ ଶ୍ୟାମା ପୋଷାକ ସୋରୁମରେ ବିଳମ୍ବିତ ରାତ୍ରୀରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ପୋଷାକ ଓ ଆସବାବପତ୍ର ପୋଡ଼ି ଯାଇଛି। ନୟାଗଡ଼ ଅଗ୍ନିଶମ ବାହିନୀର ୪ ଟି ଦମକଳ ଗାଡ଼ି ସାହାଯ୍ୟରେ ନିଆଁ ଆୟତ କରାଯିବାକୁ ଚେଷ୍ଟା ଚାଲିଛି। ସର୍ଟ ସର୍କିଟ ପାଇଁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଅଗ୍ନିଶମ ବିଭାଗ କର୍ମଚାରୀ ଦୁଇ ଘଣ୍ଟା ଧରି ଚେଷ୍ଟା କରି ମଧ୍ୟ ନିଆଁକୁ ଆୟତ କରି ପାରୁନଥିବାରୁ ଅସନ୍ତୋଷ ଦେଖା ଦେଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!