Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚନ୍ଦନେଶ୍ୱର ବଜାରରେ ଲାଗିଲା ନିଆଁ

by ସଞ୍ଜୟ ସ୍ୱାଇଁ
April 29, 2025
in State
ଚନ୍ଦନେଶ୍ୱର ବଜାରରେ ଲାଗିଲା ନିଆଁ
14
VIEWS
Share on FacebookShare on Twitter

ଭୋଗରାଇ, (ବାଘୁଆବାର୍ତ୍ତା): ଭୋଗରାଇର ଚନ୍ଦନେଶ୍ୱର ବଜାରରେ ନିଆଁ । ଭୋଗରାଇର ପ୍ରମୁଖ ବଜାର ଚନ୍ଦନେଶ୍ୱର । । ବଜାରରେ ୧୦୦ ରୁ ଊର୍ଦ୍ଧ୍ବ ଦୋକାନ ଥିବା ସୂଚନା ମିଳିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଥିବାବେଳେ ନିଜ ନିଜ ଜିନିଷ ବଞ୍ଚାଇବାକୁ ଲାଗି ରହିଛନ୍ତି ଦୋକାନୀ । ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଛନ୍ତି ।

ଯୁବକଙ୍କ ଜୀବନ ନେଲା ଫ୍ରି ଫାୟାର

ଯୁବକଙ୍କ ଜୀବନ ନେଲା ଫ୍ରି ଫାୟାର

May 23, 2025
କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

May 23, 2025
ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

May 23, 2025
ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

May 23, 2025
ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!