Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରିବାର ସହ ଫେରୁଥିବା ବେଳେ ବ୍ୟବସାୟୀଙ୍କୁ ଗୁଳିମାଡ଼

by ସଞ୍ଜୟ ସ୍ୱାଇଁ
February 23, 2025
in Crime, State
ପରିବାର ସହ ଫେରୁଥିବା ବେଳେ ବ୍ୟବସାୟୀଙ୍କୁ ଗୁଳିମାଡ଼
23
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ଷ୍ଟିଲ ସିଟି ରାଉରକେଲାରେ ଗୁଳିକାଣ୍ଡ । ରାଉରକେଲା ସେକ୍ଟର ୪ ପୋଷ୍ଟ ଅଫିସ ନିକଟରେ ହୋଇଛି ଗୁଳି କାଣ୍ଡ । ଯେଉଁଥିରେ ବ୍ୟବସାୟୀ ବିଜୟ ଲାକ୍ରା ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ବିଜୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ବାଲି ବ୍ୟବସାୟୀ ବିଜୟ ଲାକ୍ରା ତାଙ୍କ ପରିବାର ସହ ସେହି ସେକ୍ଟର 4ରୁ କାର ଯୋଗେ ଯାଉଥିବା ବେଳେ ପୋଷ୍ଟ ଅଫିସ ନିକଟରେ ଦୃର୍ବୁତ୍ତ କାର କୁ ଅଟକାଇ ଗୁଳି ମାଡ କରିଥିଲେ । ଶନିବାର ନିଜେ କାର ଚଲାଉଥିଲେ ବିଜୟ ଲାକ୍ରା , ବିଜୟଙ୍କ ବେକାର ଡାହାଣ ପଟେ ବାଜିଛି ଗୁଳି । ଗୁଳିମାଡ଼ କରି ଦୃର୍ବୁତ୍ତ ମାନେ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ । ଘଟଣା ସ୍ଥଳରୁ ବିଜୟଙ୍କ ସ୍ତ୍ରୀ କାର ରୁ ଓହ୍ଲାଇ ସ୍ବାମୀ ବିଜୟ ଲାକ୍ରାଙ୍କୁ ଗୁରୁତର ଅବସ୍ଥାରେ ସ୍କୁଟିରେ IGH ଭର୍ତ୍ତି କରିଥିଲେ । ଏବା ତାଙ୍କୁ ଆଇସିୟୁରେ ରଖାଯାଇଛି । ବିଜୟ ଲାକ୍ରା ବାଲି ବ୍ୟବସାୟ କରନ୍ତି ଓ କୁଆଁରମୁଣ୍ଡାରେ ରୁହନ୍ତି । ବାଲି ବ୍ୟବସାୟକୁ ନେଇ ଏହି ଗୁଳିକାଣ୍ଡ ଘଟିଥାଇ ପାରେ ବୋଲି ଅନୁମାନ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି । ଦୁର୍ବୃତ୍ତଙ୍କୁ ଧରିବା ପାଇଁ ପୋଲିସ ଛାନଭିନ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!