Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରୋଜେକ୍ଟ ମ୍ୟାନେଜରଙ୍କୁ ଗୁଳି ମାଡ଼

by ସଞ୍ଜୟ ସ୍ୱାଇଁ
June 20, 2023
in Crime, State
ପ୍ରୋଜେକ୍ଟ ମ୍ୟାନେଜରଙ୍କୁ ଗୁଳି ମାଡ଼
70
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ସୁକିନ୍ଦା ରେଳ ଷ୍ଟେସନ ନିକଟରେ ଗୁଳିମାଡ଼ । ଏହି ଗୁଳିମାଡ଼ରେ ଠିକା ସଂସ୍ଥାର ପ୍ରୋଜେକ୍ଟ ମ୍ୟାନେଜର ଆହତ ହୋଇଛନ୍ତି । ଆହତ ଅବସ୍ଥାରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁଳି ଚଳାଇଥିବା ବ୍ୟକ୍ତି ଜଣକ ସଂପୃକ୍ତ କମ୍ପାନୀକୁ ଭଡ଼ା ସୂତ୍ରରେ ତାଙ୍କ ଜମି ଦେଇଛନ୍ତି। ସୋମବାର ସନ୍ଧ୍ୟାରେ କମ୍ପାନୀର JCB ମେସିନ୍ ଆଣି ନିଜ ଜମି ସମତୁଲ କରୁଥିବା ବେଳେ ମେସିନର ଚାଳକ ସହ ଝଗଡା ହୋଇଥିଲା। ପରେ ଚାଳକଙ୍କ ସପକ୍ଷରେ କମ୍ପାନୀର ପ୍ରୋଜେକ୍ଟ ମ୍ୟାନେଜର ବାହାରିବାରୁ ହଠାତ୍ ହୃଦାନନ୍ଦ ପ୍ରୋଜେକ୍ଟ ମ୍ୟାନେଜରଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁଳି ଉକ୍ତ ବ୍ୟକ୍ତିଙ୍କ ଗୋଡ଼ରେ ବାଜିଥିଲା। ସଙ୍ଗେ ସଙ୍ଗେ ତାଙ୍କୁ ନିକଟସ୍ଥ ସୁକିନ୍ଦା ମେଡ଼ିକାଲକୁ ନିଆଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ପରେ ସେ ସୁସ୍ଥ ଥିବା ଜଣାପଡିଛି। ଏନେଇ ସୁକିନ୍ଦା ଥାନାରେ ଲିଖିତ ଅଭିଯୋଗ ହୋଇଛି। ସେପଟେ ଗୁଳି ଚଳାଇଥିବା ବ୍ୟକ୍ତିଙ୍କ ନାମ ହୃଦାନନ୍ଦ ମିଶ୍ର ହୋଇଥିବା ବେଳେ ତାଙ୍କୁ ଓ ତାଙ୍କ ଭାଇକୁ ସୁକିନ୍ଦା ପୋଲିସ ଅଟକ ରଖିଥିବା ଜଣାପଡିଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!