Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରାକ୍ଟର ଡ୍ରାଇଭରଙ୍କୁ ଗୁଳିମାଡ଼

by ସଞ୍ଜୟ ସ୍ୱାଇଁ
April 10, 2024
in Crime, State
ଟ୍ରାକ୍ଟର ଡ୍ରାଇଭରଙ୍କୁ ଗୁଳିମାଡ଼
66
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ଦାଦା ବଟିକୁ କେନ୍ଦ୍ର କରି ଫୁଟିଛି ଗୁଳି। ବଟି ନ ଦେବାରୁ ଟ୍ରାକ୍ଟର ଟ୍ରାଇଭରଙ୍କୁ ଗୁଳିମାଡ଼। ରାସ୍ତା କଡ଼ରେ ମାଟି ପକାଉଥିବା ବେଳେ ଟ୍ରାକ୍ଟର ଡ୍ରାଇଭରଙ୍କୁ କିଛି ଯୁବକ ବଟି ମାଗି ଥିଲେ। ସେ ବଟି ନଦେବାରୁ ସେମାନଙ୍କ ମଧ୍ୟରୁ ଜଣେ ଗୁଳି ମାଡ଼ କରିଥିଲେ। ଆଠଗଡ଼ ଥାନା ଅନ୍ତର୍ଗତ ମହିଧରପୁର ଗାଁରେ ଏପରି ଘଟଣା ଘଟିଛି। ଅଭିଯୁକ୍ତ ଓ ପୀଡ଼ିତ ମହିଧରପୁର ଗାଁର। ଆଜି ଅପରାହ୍ନ ୫ଟାରେ ମହିଧରପୁର ଗାଁର ବିଶ୍ଵଜିତ ପଲେଇ ଟ୍ରାକ୍ଟର ନେଇ ଯାଉଥିଲେ। ସେ ରାସ୍ତା କଡ଼ରେ ଏହାକୁ ରଖିବା ସହ ସେଠାରେ ମାଟି ପକାଉଥିଲେ। ଏତିକି ବେଳେ ସେହି ଗାଁର ଦିଲୁ ପଳେଇଙ୍କ ସମେତ ୩ରୁ ୪ ଜଣ ଯୁବକ ତାଙ୍କ ପାଖରେ ପହଞ୍ଚିଥିଲେ। ସେମାନେ ବଟି ଦେବାକୁ କହିଥିଲେ। ସେ ଟଙ୍କା ଦେବାକୁ ମନା କରିବାରୁ ଯୁବକମାନେ ବିଶ୍ୱଜିତଙ୍କୁ ମାଡ଼ ମାରିଥିଲେ। ଏହାପରେ ଜଣେ ଯୁବକ ହଠାତ୍ ବିଶ୍ୱଜିତଙ୍କ ଉପରକୁ ଗୁଳି କରି ଫେରାର ହୋଇ ଯାଇଥିଲେ। ବିଶ୍ୱଜିତଙ୍କୁ ପ୍ରଥମେ ଆଠଗଡ଼ ମେଡିକାଲକୁ ଅଣା ଯାଇଥିଲା। ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା କରାଯାଇଥିଲା। କିନ୍ତୁ ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ବିଶ୍ୱଜିତଙ୍କ ପେଟରେ ଗୁଳି ବାଜି ଥିବାରୁ ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଡାକ୍ତର କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!