Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥ କାଠ

by ସଞ୍ଜୟ ସ୍ୱାଇଁ
April 29, 2025
in State
୨୧ରେ ମହାପ୍ରଭୁଙ୍କ ପଇତା ଲାଗି, ୨୩ରେ ବନକଲାଗି ନୀତି
27
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥ କାଠ। ବୌଦ୍ଧ ଡ଼ିଭିଜନର କଣ୍ଟାମାଳ ରେଞ୍ଜରୁ ୨୮ ଖଣ୍ଡ କାଠ ସୋମବାର ରାତିରେ ଆସି ପହଞ୍ଚିଛି। ଯେଁଉଥିରେ ୧୬ଟି ଧଉରା ଏବଂ ୧୨ଟି ଅସନ କାଠ ରହିଛି । ଏବେ ସୁଦ୍ଧା ପାଞ୍ଚଟି ପର୍ଯ୍ୟାୟରେ ପୁରୀ ରେ ପହଞ୍ଚିଲା ୧୬୯ ଖଣ୍ଡ କାଠ। ତେବେ ପୂର୍ବ ବର୍ଷରୁ ୫୧ଖଣ୍ଡ କାଠ ବଳକା ରହିଥିବା ବେଳେ ଚଳିତ ବର୍ଷ ପାଇଁ ଆଉ ୮୧୪ ଖଣ୍ଡ କାଠର ଆବଶ୍ୟକତା ଥିଲା। ଆଉ ୪୮୮ ଖଣ୍ଡ କାଠ ବିଭିନ୍ନ ପର୍ଯ୍ୟାୟରେ ଆସି ରଥ ଖଳାରେ ପହଞ୍ଚିବା ନେଇ ସୂଚନା ମିଳିଛି। ଅନ୍ୟ ପକ୍ଷେ କଟକ ଖାପୁରିଆ ଠାରେ ୧୫୭ ଖଣ୍ଡ କାଠକୁ ଚିରଟ ଚାଲିଛି। ବୁଧବାର ଦିନ ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ଶୁଭାରମ୍ଭ ହେବ ରଥ ନିର୍ମାଣ ର କାର୍ଯ୍ୟ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!