Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାନଦୀରେ ବଢ଼ିଲା ଜଳସ୍ତର, ଯୋଗାଯୋଗ ବିଚ୍ଛିନ୍ନ ହେଲା ଏହି ଅଂଚଳ

by Anil Panda
August 27, 2020
in Nayagarh
ମହାନଦୀରେ ବଢ଼ିଲା ଜଳସ୍ତର, ଯୋଗାଯୋଗ ବିଚ୍ଛିନ୍ନ ହେଲା ଏହି ଅଂଚଳ
834
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ ସମୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାକୁ ବସିଛି । ଜିଲ୍ଲାର ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ମହାନଦୀ ଜଳସ୍ତର ମଧ୍ୟ ବୃଦ୍ଧି ପାଇଛି । ଫଳରେ ଆଜି ସକାଳୁ ଗଣିଆ ଛାମୁଣ୍ଡିଆ ରାସ୍ତା ଉପରେ ଆଣ୍ଠୁଏ ପାଣି ପ୍ରବାହିତ ହେଉଥିବା ବେଳେ ଜଳସ୍ତର ବୃଦ୍ଧି ପାଉଥିବାରୁ ଏହା ଆଗକୁ ବନ୍ୟାର ଋପ ନେବ ବୋଲି ଆଶଙ୍କା କରାଯାଉଛି । ସେହିଭଳି ଭାବେ ଭାପୁର ବ୍ଲକର କିଛି ଗ୍ରାମ ଜଳମଗ୍ନ ହେବ ବୋଲି ଆଶଙ୍କା ସୃଷ୍ଟି ହେଉଛି । ପ୍ରଶାସନ ପକ୍ଷରୁ ଏହି ଘଟଣା ଉପରେ ନଜର ରଖାଯାଇଥିବା ବେଳେ ଭାପୁର ଓ ଗଣିଆ ବ୍ଲକ ପ୍ରଶାସନ ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ହୋଇ ସାରିଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!