Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮ ଜିଲ୍ଲାରେ ଘନ କୁହୁଡ଼ି ଆଶଙ୍କା

by ସଞ୍ଜୟ ସ୍ୱାଇଁ
January 17, 2022
in Feature News
ଆହୁରି ୩ଦିନ ଯାଏଁ ରାଜ୍ୟରେ ଘନ କୁହୁଡ଼ି!
46
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ଓଡ଼ିଶା ଉପରେ ଗୁରୁଚାପ ବଳୟର ପ୍ରଭାବ ଅଧିକ ରହିବ। ଏହା ବାୟୁମଣ୍ଡଳର ସ୍ଥିରତାକୁ ବୃଦ୍ଧି କରିବାରେ ସହାୟକ ହେବ। ବାୟୁମଣ୍ଡଳର ସ୍ଥିରତା ଓ ଅଧିକ ଜଳୀୟବାଷ୍ପର ଉପସ୍ଥିତି ତଥା ନିର୍ମଳ ଆକାଶ‌ ଯୋଗୁଁ ରାଜ୍ୟରେ ଘନ କୁହୁଡ଼ି ପଡ଼ିବ। ଆଜି କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ ଓ ସୋନପୁର ଜିଲ୍ଲା‌ରେ ଘନ କୁହୁଡ଼ିର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ୮ ଜିଲ୍ଲା ପାଇଁ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରିଛି।

ସେହିପରି ୧୮ ଓ ୧୯ତାରିଖ ସକାଳୁ ମଧ୍ୟ ରାଜ୍ୟର ଅନେକ ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା ରହିଛି। ୧୮ ତାରିଖ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଅନୁଗୁଳ ଓ ଢେଙ୍କାନାଳ ଏବଂ ୧୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ କେନ୍ଦୁଝର ଆଦି ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବ। ଏଣୁ ଏହି ଦୁଇ ଦିନ ପାଇଁ ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!