Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆହୁରି ୩ଦିନ ଯାଏଁ ରାଜ୍ୟରେ ଘନ କୁହୁଡ଼ି!

by ସଞ୍ଜୟ ସ୍ୱାଇଁ
January 18, 2021
in State
ଆହୁରି ୩ଦିନ ଯାଏଁ ରାଜ୍ୟରେ ଘନ କୁହୁଡ଼ି!
68
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରାଜ୍ୟରେ ଆହୁରି ୩ଦିନ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଘନ କୁହୁଡ଼ି ଘେରିବା ନେଇ ସମ୍ଭାବନା ରହିଛି । ରାଜ୍ୟର ବହୁ ଜିଲ୍ଲାରେ ରାତିର ସର୍ବନିମ୍ନ ତାପମାତ୍ରା ୩ରୁ ୪ଡିଗ୍ରି ସେଲ୍ସିଏସ୍ ପର୍ଯ୍ୟନ୍ତ ହ୍ରାସ ପାଇବା ନେଇ ସୂଚନା ମିଳିଛି । ରାଜ୍ୟର ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଜଗତସିଂହପୁର, କଟକ, ଅନୁଗୁଳ, ନୟାଗଡ଼, ବୌଦ୍ଧ ଓ କନ୍ଧମାଳ ଜିଲ୍ଲା ଗୁଡିକୁ ସତର୍କ ସୂଚନା ଦିଆଯାଇଛି । ପାରଦ ଖସିବା ସହ ରାତିରେ ଶୀତ ବଢ଼ିବ, ପ୍ରତ୍ୟେକ ସକାଳ ଘନରୁ ହାଲୁକା କୁହୁଡ଼ି ପଡ଼ିବ । ତେଣୁ ଏହାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଣ୍ଟା ପାଇଁ ଏହି ସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ତିନିଦିନ ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା ଘଟିବାର ସମ୍ଭାବନା ଥିବାରୁ, ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ଅବଗତ କରାଇଛନ୍ତି ଏସ୍ଆରସି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!