Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତୃତୀୟ ଦିନରେ ପ୍ରଫୁଲ୍ଲ ବ୍ୟୋମକେଶ ସ୍ମାରକୀ ଫୁଟବଲ୍ ପ୍ରତିଯୋଗିତା : ପୁରୀ ବିଜୟୀ

by ସଞ୍ଜୟ ସ୍ୱାଇଁ
December 27, 2022
in Nayagarh, Sports, State
ତୃତୀୟ ଦିନରେ ପ୍ରଫୁଲ୍ଲ ବ୍ୟୋମକେଶ ସ୍ମାରକୀ ଫୁଟବଲ୍ ପ୍ରତିଯୋଗିତା : ପୁରୀ ବିଜୟୀ
233
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ପ୍ରଫୁଲ୍ଲ ବ୍ୟୋମକେଶ ସ୍ମାରକୀ ଫୁଟବଲ୍ ପ୍ରତିଯୋଗିତାର ତୃତୀୟ ଦିନରେ ପୁରୀ ଓ ଭଞ୍ଜନଗର ସ୍ପୋର୍ଟସ କ୍ଲବ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା । ଏଥିରେ ପୁରୀ ଗୋଟିଏ ଗୋଲ୍ ଦେଇ ବିଜୟ ଲାଭ କରିଛି। ଆଜିର ମୁଖ୍ୟ ଅତିଥି ଭାବେ ଖୋର୍ଦ୍ଧା ସେଣ୍ଟ୍ରାଲ କୋଅପରେଟିଭ ବ୍ୟାଙ୍କର ଡାଇରେକ୍ଟର ଭାବଗ୍ରାହୀ ସାହୁ ଓ ଅତିଥି ଭାବେ ଅବସରପ୍ରାପ୍ତ ଖାଉଟି ଫୋରମ୍ ଜଜ୍ ନାରାୟଣ ମହାପାତ୍ର ଯୋଗଦାନ୍ କରିଥିଲେ। ସମାଜସେବୀ କ୍ରୀଷ୍ଣା ଦାସ ସମସ୍ତ ଅତିଥି ମାନଙ୍କୁ ପୁଷ୍ପ ଗୁଚ୍ଛ ଓ ଉପଢୌକନ ଦେଇ ସ୍ବାଗତ କରିଥିଲେ । ଶିକ୍ଷକ ନେତା ଜ୍ୟୋତି ରଞ୍ଜନ ଦାଶ ମଞ୍ଚ ସଂଯୋଜନା କରିଥିଲେ। ଆସନ୍ତାକାଲି ଖଣ୍ଡପଡ଼ା ଓ ଗୋପାଳପୁର ମଧ୍ୟରେ ଖେଳ ଅନୁଷ୍ଠିତ ହେବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!