Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଭଣୀକୁ ଅସଦାଚରଣ କରିବାରୁ ଟାଙ୍ଗିଆରେ ହାଣି ହତ୍ୟା

by ସଞ୍ଜୟ ସ୍ୱାଇଁ
August 11, 2021
in Crime, State
ଗୁଣିଗାରେଡ଼ି ସନ୍ଦେହରେ ୩ଜଣଙ୍କୁ ପିଟି ପିଟି ହତ୍ୟା
116
VIEWS
Share on FacebookShare on Twitter

ଜି. ଉଦୟଗିରି,(ବାଘୁଆବାର୍ତ୍ତା): କନ୍ଧମାଳ ଜି.ଉଦୟଗିରିରେ ଉଉଣୀକୁ ଅସଦାଚରଣ କରିବାରୁ ଉତକ୍ଷିପ୍ତ ହୋଇ ଭାଇର ବର୍ବର କାଣ୍ଡ । ଭଉଣୀକୁ ଅସଦାଚରଣ କରିଥିବା ଯୁବକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ଭାଇ । ବିଚ୍ ରାସ୍ତାରେ ଗୋଡାଇ ଗୋଡାଇ ହାଣି ହତ୍ୟା କଲା କରିଛି ଭାଇ । ଚକାପାଦ ଥାନା ସୁବଳୟା ଗାଁରେ ଏହି ଘଟଣା ଘଟିଛି। ମୃତକ ହେଲେ ଯଶୋବନ୍ତ ବେହେରା । ଘଟଣାସ୍ଥଳରେ ଚକାପାଦ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତ ମକରନ୍ଦ ନାୟକକୁ ଅଟକ ରଖି ପୋଲିସ ପଚରାଉଚରା କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!