Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳା ବ୍ୟାଚ୍ ପିନ୍ଧିଲେ ବନ କର୍ମଚାରୀ

by ସଞ୍ଜୟ ସ୍ୱାଇଁ
June 16, 2025
in Feature News
କଳା ବ୍ୟାଚ୍ ପିନ୍ଧିଲେ ବନ କର୍ମଚାରୀ
163
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କଳାବ୍ୟାଚ୍ ପିନ୍ଧିଲେ ମହାନଦୀ ବନ୍ୟପ୍ରାଣୀ ଡିଭିଜନ ବନ କର୍ମଚାରୀ । ଗତ ୧୫ ତାରିଖ ଠାରୁ ୨୧ ତାରିଖ ପର‌୍ୟନ୍ତ ନୟାଗଠ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡର ୩୬ ଜଣ ବନରକ୍ଷୀ, ବନପାଳ ଓ ଉପ – ବନାପଲମଳ ଅଧିକାରୀ କଳାବ୍ୟାଚ୍ ପିନ୍ଧି କାର‌୍ୟ୍ୟ କରୁଛନ୍ତି । ଏହି ଅବଧି ମଧ୍ୟରେ କୈକ୍ଷଣଷି ବିପଦପୂର୍ଣ୍ଣ ,ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟ ନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଦାବି ପୂରଣ ନହେଲେ ଆସନ୍ତା ୨୨ ତାରିଖ ଠାରୁ ସମସ୍ତ ବନ କର୍ମଚାରୀ ହରତାଳ କରିବା ସହିତ, ସମୂହ ଛୁଟିରେ ଯିବା ପାଇଁ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଡିଭିଜନ ସ୍ତରୀୟ ବନ କର୍ମଚାରୀ ସଂଘ ନିଷ୍ପତ୍ତି ନେଇଛନ୍ତି । ଢେଙ୍କାନାଳ ଡିଭିଜନର ଫରେଷ୍ଟ ଗାର୍ଡ଼ ପ୍ରହଲ୍ଲାଦ ପ୍ରଧାନଙ୍କ ଶିକାରୀ ଗୁଳିରେ ମୃତ୍ତ୍ୟୁ ପରେ , ବନ କର୍ମଚାରୀମାନେ ନିଜର ଓ ନିଜ ପରିବାରର ସୁରକ୍ଷା ଉପରେ ଚିନ୍ତା ପ୍ରକଟ କରିଛନ୍ତି । ପ୍ରହଲାଦଙ୍କ ପରିବାରକୁ ୧ କୋଟି ଟଙ୍କା କ୍ଷତିପୂରଣ ସହିତ ଜଣକୁ ଚାକିରୀ ପ୍ରଦାନ ପାଇଁ ବନ କର୍ମଚାରୀ ସଂଘ ଦାବି କରିଛନ୍ତି । ଅପରପକ୍ଷେ ବନ କର୍ମଚାରୀଙ୍କୁ ଅସ୍ତ୍ରଶସ୍ତ୍ର ପ୍ରଦାନ କରିବାକୁ ସଂଘ ଦାବି କରିଛି । ଏହି ଦାବିପ୍ରତି ଯଦି ସରକାର ଯତ୍ନବାନ ନ ହୁଅନ୍ତି ତେବେ ବନକର୍ମଚାରୀମାନେ ଆନ୍ଦୋଳନ କରିବା ସହିତ, ସମୁହ ଛୁଟିରେ ଯିବେ ବୋଲି ବନକର୍ମଚାରୀ ସଂଘ ଚେତାବନୀ ଦେଇଛି ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!