Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମ୍ବାଦିକଙ୍କୁ ହାତଗୋଡ଼ ବାନ୍ଧି ମାଡ଼ ଘଟଣା, ୪ ଗିରଫ

by ସଞ୍ଜୟ ସ୍ୱାଇଁ
May 26, 2025
in Crime, State
ସାମ୍ବାଦିକଙ୍କୁ ହାତଗୋଡ଼ ବାନ୍ଧି ମାଡ଼ ଘଟଣା, ୪ ଗିରଫ
45
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ବଲାଙ୍ଗୀରରେ ହାତଗୋଡ଼ ବାନ୍ଧି ସାମ୍ବାଦିକଙ୍କୁ ମାଡ଼ ଘଟଣା । ଆକ୍ସନ ମୋଡ଼କୁ ଆସିଛି ପୋଲିସ । ଘଟଣାର ତଦନ୍ତ କରି ୪ ଜଣଙ୍କୁ ଗିରଫ କରି ବଲାଙ୍ଗୀର ପୋଲିସ । ଗିରଫ ବ୍ୟକ୍ତିଙ୍କ ନାମ ଅବିନାଶ ଦଳାଇ, ଆଦିତ୍ୟ ଜେନା, ଗୁମର ନାୟକ, ଗଜେନ୍ଦ୍ର ଦଳାଇ ବୋଲି ଜଣାପଡିଛି । ଖବର ଅନୁଯାୟୀ, ବଲାଙ୍ଗୀର ଜିଲ୍ଲା ପୁଇଁତଳା କୁଲଥିପାଲି ଗାଁରେ ସାମ୍ବାଦିକ ବିଜୟ ପ୍ରଧାନ ଖବର ସଂଗ୍ରହ କରିବାକୁ ଯାଇଥିଲେ । ଏହି ସମୟରେ ସେଠାରୁ ଆକ୍ରମଣ କରାଯାଇଥିଲା । ଏମିତିକି ତାଙ୍କର ହାତଗୋଡ଼ ବାନ୍ଧି ମାଡ଼ ମାରିଥିଲେ । ଏଥିରେ ସାମ୍ବାଦିକ ଜଣଙ୍କ ଗୁରୁତର ହୋଇଥିଲେ । ତେବେ ପୋଲିସ ଘଟଣାର ତଦନ୍ତ କରି ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ୪ଜଣଙ୍କ ମଧ୍ୟରେ ମାଷ୍ଟରମାଇଣ୍ଡ ଠିକାଦର ଗଜେନ୍ଦ୍ର ଦଳାଇ ରହିଥିବା ବେଳେ ଆକ୍ରମଣକାରୀ ଅବିନାଶ ଦଳାଇ, ଆଦିତ୍ୟ ଜେନା, ଗୁମର ନାୟକ ରହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!