Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ ୪ ମୃତ, ଡାକ୍ତରଖାନାରେ ଶୋକାକୁଳ ପରିବେଶ

by ସଞ୍ଜୟ ସ୍ୱାଇଁ
January 14, 2020
in Accident
ଦୁର୍ଘଟଣାରେ ୪ ମୃତ, ଡାକ୍ତରଖାନାରେ ଶୋକାକୁଳ ପରିବେଶ
36
VIEWS
Share on FacebookShare on Twitter

ନୟାଗଡ, ( ବାଘୁଆବର୍ତ୍ତା) : ନୟାଗଡ଼ ଜିଲ୍ଲା କରଡ଼ା ନିକଟରେ ଏକ କାର ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ମାନେ ଗୋଟିଏ ପରିବାରର ଏବଂ ଡ୍ରାଇଭର ବୋଲି ଜଣାପଡ଼ିଛି। ମିଳିଥିବା ସୂଚନାନୁସାରେ, ନନ୍ଦିଘର ନେଳିଆ ସାହିର ଚାଉଳ ମିଲ ମାଲିକ ଚିରଞ୍ଜିବୀ ସାହୁ (୪୦) କୌଣସି କାମରେ ଗତକାଲି ଭୁବନେଶ୍ୱର ଯାଇଥିବା ବେଳେ ବିଳମ୍ବିତ ରାତିରେ ଫେରୁଥିଲେ । ଫେରିବା ସମୟରେ କାରଟି ଦୁର୍ଘଟଣା ଗ୍ରସ୍ତ ହେବାରୁ, ସେଥିରେ ଥିବା ତାଙ୍କ ପତ୍ନୀ ମଧୁସ୍ମିତା ସାହୁ ( ୩୫), ପୁଅ ଆଦିତ୍ୟ କୁମାର ସାହୁ (୧୧), ଙ୍କ ସହ ଡ୍ରାଇଭର ସନ୍ତୋଷ ନାୟକଙ୍କ ମୃତ୍ୟୁ ଘଟିଛି । ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରଖିଛି । ଘଟଣାର ରହସ୍ୟ ନେଇ ତଦନ୍ତ ଚାଲିଥିବା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!