Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ

by ସଞ୍ଜୟ ସ୍ୱାଇଁ
May 24, 2025
in State
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ
26
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମହାରାଷ୍ଟ୍ର ଗଡଚିରୋଲି ଜିଲ୍ଲା ଏନ୍କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଚାରି ଜଣ ହାର୍ଡକୋର ମାଓବାହୀ ନିହତ ହୋଇଥିବା ସୂଚନା ମିଳିଛି । ଏହାସହିତ ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି । ଖବର ଅନୁଯାୟୀ, ମହାରାଷ୍ଟ୍ର ଓ ଛତିଶଗଡ଼ ସୀମାନ୍ତରେ ମାଓବାଦୀମାନେ ଲୁଚିଥିବାର ଗୁଇନ୍ଦା ସୂଚନା ମିଳିତିଲା । ଯାହାପରେ ସୁରକ୍ଷାକର୍ମୀ ଓ ସ୍ଥାନୀୟ ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ସର୍ଚ୍ଚ ଅପରେସନ । ନେଲଗୁଣ୍ଡା ଓ ଇନ୍ଦ୍ରାବତୀ ଜଙ୍ଗଲରେ ମହାରାଷ୍ଟ୍ରର ସି-୬୦ ବାହିନୀ ଓ ସିଆର୍ପିଏଫ୍ ପକ୍ଷରୁ ଚାଲିଥିଲା କୁମ୍ବିଂ ଅପରେସନ । ତେବେ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଅପରେସନ ଦେଖି ମାଓବାଦୀମାନେ ଅଚାନକ ଗୁଳିଚାଳନା କରିଥିଲେ । ଯାହାର ପାଲଟା ଜବାବ ଦେଇଥିଲେ ସୁରକ୍ଷା ବାହିନୀ । ଦୀର୍ଘ ଦୁଇ ଘଣ୍ଟା ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲେ । ପରେ ଘଟଣାସ୍ଥଳରେ ଚମ୍ପଟ ମାରିଥିଲେ ମାଓବାଦୀ । ଶେଷରେ ସର୍ଚ୍ଚ ଅପରେସନ ସମୟରେ ୪ ମାଓବାଦୀଙ୍କ ମୃତଦେହ ଠାବ କରିଥିଲେ ସୁରକ୍ଷା ବାହିନୀ । ଘଟଣାସ୍ଥଳରୁ ସ୍ୱଂୟଚାଳିତ ସେଲ୍ଫ-ଲୋଡିଂ ରାଇଫଲ, ୨ଟି ୩୦୩ ରାଇଫଲ, ଗୋଟିଏ ଭର୍ମର ଉଦ୍ଧାର କରାଯାଇଥିଲେ । ଏହାସହିତ ଓ୍ୱାକି-ଟକି, କ୍ୟାମ୍ପିଂ ସାମଗ୍ରୀ, ନକ୍ସଲ ପୁସ୍ତିକ ଆଦି ଜବତ ହୋଇଛି । ସେହିପରି ବାକି ଜଙ୍ଗଲରେ ଆଉ କିଛି ମାଓବାଦୀ ଲୁଚି ରହିଥିବା ଆଶଙ୍କାରେ ସର୍ଚ୍ଚ ଅପରେସନ ଜାରି ରହିଛି ।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!