Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଧବାଙ୍କୁ ଗଣବଳାତ୍କାର, ୪ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
December 13, 2024
in Crime, State
ବାରବାଟୀରେ ନାବାଳିକାକୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୧୪ ବର୍ଷ କାରାଦଣ୍ଡ ଦଣ୍ଡିତ, ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ
161
VIEWS
Share on FacebookShare on Twitter

ଦେବଗଡ଼, (ବାଘୁଆବାର୍ତ୍ତା): ଦେବଗଡ଼ ଜିଲାରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ବିଧବା ମହିଳାଙ୍କୁ ଗଣବଳାତ୍କାର ଅଭିଯୋଗରେ ଦେବଗଡ଼ ଟାଉନ ଥାନା ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୋଗ ମୁତାବକ, ମହିଳା ଜଣକ ସାପ୍ତାହିକ ହାଟରୁ ଫେରୁଥିଲେ। ହେଲେ ବାଟରେ ଅଭିଯୁକ୍ତମାନେ ଲିଫ୍ଟ ଦେବା ବାହାନାରେ ମହିଳାଙ୍କୁ ପଳମ ନିକଟ ଜଙ୍ଗଲକୁ ନେଇଯାଇଥିଲେ। ପରେ ଜଣକ ପରେ ଜଣେ ମହିଳାଙ୍କୁ ବଳାତ୍କାର କରିଥିଲେ। ମହିଳା ଜଣକ ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ କହିବା ସହ ଏତଲା ଦେଇଥିଲେ। ପୋଲିସ ଏତଲାକୁ ଭତ୍ତି କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଡାକ୍ତରୀମାଇନା କରି କୋର୍ଟ ଚଲାଣ କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!