Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଶା ତେଲ କିଣା ଦୁର୍ନୀତି ମାମଲା, ୪ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ

by ସଞ୍ଜୟ ସ୍ୱାଇଁ
December 13, 2024
in Crime, State
ମଶା ତେଲ କିଣା ଦୁର୍ନୀତି ମାମଲା, ୪ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ
110
VIEWS
Share on FacebookShare on Twitter

ଝାରସୁଗୁଡ଼ା, (ବାଘୁଆବାର୍ତ୍ତା): ଝାରସୁଗୁଡ଼ା ପୌର ପରିଷଦରେ ମଶା ତେଲ କିଣା ଦୁର୍ନୀତି ମାମଲାରେ ଭିଜିଲାନ୍ସ ୪ ଜଣଙ୍କୁ ଗିରଫ କରିଛି । ପୌର ପରିଷଦ ଅକାଉଟାଣ୍ଟ ଅଚ୍ୟୁତାନନ୍ଦ ସ୍ୱାଇଁ ଓ ସାନିଟେସନ ଏକ୍ସପର୍ଟ ବିଶ୍ବରଞ୍ଜନ ସାହୁ ଓ ପୂର୍ବତନ ନିର୍ବାହୀ ଅଧିକାରୀ ମନୋଜ ତାଣ୍ଡିଙ୍କ ସହ ମଶା ତେଲ ଯୋଗାଇ ଥିବା ଫ୍ୟୁଜନ୍ ଗ୍ରୁପର ମାଲିକ ଆଶୁତୋଷ ଅଗ୍ରୱାଲଙ୍କୁ ଗିରଫ କରିଛି । ସମସ୍ତଙ୍କୁ ସମ୍ବଲପୁର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ । ଗୁରୁବାର ଝାରସୁଗୁଡା ପୌର ପରିଷଦର ଦୁଇ ଅଧିକାରୀଙ୍କ ସହ ସପ୍ଲାୟରଙ୍କୁ ସୁନ୍ଦରଗଡ ଭିଜିଲାନ୍ସ ଅଫିସରେ ଜେରା କରାଯିବା ପରେ ଝାରସୁଗୁଡା ଅଣାଯାଉଛି । ମଶା ତେଲ ୭୭ ଟଙ୍କା ବଦଳରେ ୭୪୦ ଟଙ୍କା ଲିଟର ପିଛା ୭ ହଜାର ୫ଶହ ଲିଟର କିଣିଥିଲେ ପୌର ପରିଷଦ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!