Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀ ରଥଯାତ୍ରା:ଚାରି ଥର ହେବ କୋଭିଡ୍ ଆରଟିପିସିଆର ଟେଷ୍ଟ

by ସଞ୍ଜୟ ସ୍ୱାଇଁ
June 18, 2021
in Feature News, State
ପୁରୀ ରଥଯାତ୍ରା:ଚାରି ଥର ହେବ କୋଭିଡ୍ ଆରଟିପିସିଆର ଟେଷ୍ଟ
69
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀ ରଥଯାତ୍ରାକୁ ଦୃଷ୍ଟିରେ ବଡ଼ ନିଷ୍ପତ୍ତି ନେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଥିବା ପ୍ରସ୍ତୁତି ବୈଠକରେ ପୁରୀ ରଥଯାତ୍ରାରେ ନିୟୋଜିତ ହେବାକୁ ଥିବା ପୂଜକ, ସେବାୟତ ଓ ପୁଲିସ୍ କର୍ମଚାରୀମାନଙ୍କର ଚାରି ଥର ଲେଖାଏଁ କୋଭିଡ୍ ଆରଟିପିସିଆର ଟେଷ୍ଟ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ମହାପ୍ରଭୁ ଜଗନ୍ନାଥଙ୍କ ସ୍ନାନଯାତ୍ରା ପୂର୍ବରୁ କୋଭିଡ୍ ଆରଟିପିସିଆର ଟେଷ୍ଟ କରାଯିବ । ସେହିଭଳି ଗୁଣ୍ଡିଚା ଯାତ୍ରା ଓ ବାହୁଡ଼ା ଯାତ୍ରା ପୂର୍ବରୁ ସେବାୟତ, ପୁଲିସ୍ ଓ ଶ୍ରୀମନ୍ଦିର ଅଧିକାରୀ, କର୍ମଚାରୀଙ୍କ ଟେଷ୍ଟ କରାଯିବା ସହ ନିଳାଦ୍ରୀ ବିଜେର ୧୫ଦିନ ପରେ ଆଉ ଥରେ ଆରଟିପିସିଆର ଟେଷ୍ଟ କରାଯିବ ବୋଲି ନିଷ୍ପତ୍ତି ହୋଇଛି । ସମସ୍ତଙ୍କର କୋଭିଡ୍ ନେଗେଟିଭ୍ ରିପୋର୍ଟକୁ ବାଧ୍ୟତାମୂଳକ କରାଯିବ ବୋଲି ସୂଚନା ମିଳିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!