Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଡ଼ିଲା ଦୁଇ ମୁଣ୍ଡ, କଠୋର ପାଲଟିଲେ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
December 22, 2019
in Breaking
ଗଡ଼ିଲା ଦୁଇ ମୁଣ୍ଡ, କଠୋର ପାଲଟିଲେ ଜିଲ୍ଲାପାଳ
19
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ବାଘୁଆବାର୍ତ୍ତାର ସର୍ଭେ ଅନୁସାରେ, ପୁଣି ଦୁଇ ଜଣ ସରକାରୀ କର୍ମଚାରୀ ନିଲମ୍ବିତ ହୋଇଛନ୍ତି । ଗୋଟିଏ ବର୍ଷରେ ଦୁଇ ଦୁଇ ଥର ଲାଂଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ରଣପୁରର ପୂର୍ବତନ ତହସିଲ କିରାଣି ଏବଂ ଏବେକାର ଖଣ୍ଡପଡ଼ା ତହସିଲ କିରାଣି ତାଙ୍କର ପ୍ରବୃତ୍ତି ନଛାଡ଼ିବାରୁ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଜିଲ୍ଲାପାଳ ଡ. ପୋମା ଟୁଡୁ ତାଙ୍କୁ ନିଲମ୍ବନ କରିଛନ୍ତି । ରାଜ୍ୟ ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମ ଅଧିନରେ ଏହି କାର୍ଯ୍ୟାନୁଷ୍ଠାନକୁ ପକାଯାଇ ତାଙ୍କୁ ବହିସ୍କୁତ କରାଯିବ ବୋଲି ମଧ୍ୟ ସୂଚନା ମିଳିଛି । ସେହିଭଳି ନୟାଗଡ଼ ବ୍ଲକ ଖୁଣ୍ଟୁବନ୍ଧ ପଂଚାୟତ ନିର୍ବାହୀ ଅଧିକାରୀ ମନୋରମା ଜେନା ଅଯୋଗ୍ୟ ଲୋକଙ୍କୁ ଆବାସ ଯୋଜନାରେ ସାମିଲି କରାଇବା ଅଭିଯୋଗ ହୋଇଥିଲା । ଏହାର ତଦନ୍ତ ରିପୋର୍ଟ ଆସିବା ପରେ ଜିଲ୍ଲାପାଳ ତାଙ୍କୁ ମଧ୍ୟ କାର୍ଯ୍ୟରୁ ନିଲମ୍ବନ କରିଥିବା ଜଣାପଡ଼ିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!