Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆକାଂକ୍ଷୀ ଜିଲ୍ଲା ତାଲିକାରେ ଟପ୍‌ରେ ରହିଛି ଗଜପତି

by ସଞ୍ଜୟ ସ୍ୱାଇଁ
October 2, 2021
in State
ଆକାଂକ୍ଷୀ ଜିଲ୍ଲା ତାଲିକାରେ ଟପ୍‌ରେ ରହିଛି ଗଜପତି
62
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆକାଂକ୍ଷୀ ଜିଲ୍ଲା ତାଲିକାରେ ଟପ୍‌ରେ ରହିଛି ଗଜପତି ଜିଲ୍ଲା । ସ୍ୱାସ୍ଥ୍ୟ,ପୋଷଣ, ଶିକ୍ଷା, କୃଷି, ଜଳସଂପଦ,ମୌଳିକ ଭିତ୍ତିଭୂମି, ଦକ୍ଷତା ବିକାଶ କ୍ଷେତ୍ରକୁ ଆକଳନ କରି ଗତ ଅଗଷ୍ଟ ମାସରେ ନିତି ଆୟୋଗଙ୍କ ପକ୍ଷରୁ ଏକ ତାଲିକା ପ୍ରସ୍ତୁତ ହୋଇଥିଲା । ସବୁ କ୍ଷେତ୍ରରେ ଉନ୍ନତ ପ୍ରଦର୍ଶନ ପାଇଁ ଗଜପତି ଜିଲ୍ଲା ପ୍ରଥମ ସ୍ଥାନ ଅଧିକାର କରିଥିବା କହିଛନ୍ତି ଜିଲ୍ଲାପାଳ । ଏଥିପାଇଁ ଜିଲ୍ଲାକୁ ନୀତି ଆୟୋଗଙ୍କ ପକ୍ଷରୁ ୫କୋଟି ପୁରସ୍କାର ମିଳିବାକୁ ଥିବା ବେଳେ କୃଷିରେ ପ୍ରଥମ ଏବଂ ଜଳସଂପଦ କ୍ଷେତ୍ରରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବାରୁ ଅତିରିକ୍ତ ୬ କୋଟି ଟଙ୍କାର ପୁରସ୍କାର ରାଶି ମିଳିବ । ଗତ ୨୦୧୮ ମସିହା ଡିସେମ୍ବର ରେ ଗଜପତି ଜିଲ୍ଲା ଏହି କାର୍ୟ୍ୟକ୍ରମରେ ଦକ୍ଷତା ବିକାଶ, ଏବଂ ଆର୍ଥିକ ଅନ୍ତର୍ଭୁକ୍ତିକରଣ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ୨୦୧୯ ମସିହା ଡିସେମ୍ବର ମାସରେ କୃଷି ଓ ଜଳସଂପଦ କ୍ଷେତ୍ରରେ ତୃତୀୟ ଏବଂ ୨୦୨୦ ମସିହା ନଭେମ୍ବର ମାସରେ ମୌଳିକ ଭିତିଭୂମି କ୍ଷେତ୍ରରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!