Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଡ଼ିଓ

by ସଞ୍ଜୟ ସ୍ୱାଇଁ
March 25, 2021
in Feature News, State
ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଡ଼ିଓ
591
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଗମ୍ଭାରିଡ଼ିହି ପଞ୍ଚାୟତକୁ ଆଜି ବିଡ଼ିଓ ମନୋଜ ପାତ୍ର ଅଚନାକ୍ ଗସ୍ତ କରିବା ସହିତ ପଞ୍ଚାୟତରେ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପଞ୍ଚାୟତରେ ଚାଲିଥିବା ଏମଜିଏନଆରଜିଏସ କାର୍ଯ୍ୟ ଗୁଡ଼ିକ ବୁଲି ଦେଖିବା ସହିତ କିଭଳି ସେ ସବୁ କାର୍ଯ୍ୟ ଯଥାଶୀଘ୍ର ଶେଷ ହେବ ସେ ବିଷୟରେ କନିଷ୍ଠ ଯନ୍ତ୍ରୀଙ୍କ ସହିତ ଆଲୋଚନା କରି ପରାମର୍ଶ ଦେଇଥିଲେ । ପଞ୍ଚାୟତରେ ଆବାସ, ଭତ୍ତା, ରାସନ ସାମଗ୍ରୀର ମଧ୍ୟ ସମୀକ୍ଷା କରି ଠିକ୍ ସମୟରେ ହିତାଧିକାରୀ ପାଇ ପାରୁଛନ୍ତି କି ନାହିଁ ପଚାରି ବୁଝିଥିଲେ । ଖରାଦିନେ ଯେମିତି ଜନସାଧାରଣ ପାନୀୟ ଜଳ ପାଇଁ ଅସୁବିଧାର ସମ୍ମୁଖୀନ ନହୁଅନ୍ତି ସେଥି ଉପରେ ଗୁରରୁତ୍ୱ ଦେଇଥିଲେ । ଗମ୍ଭାରିଡ଼ିହି ଗ୍ରାମ୍ୟ ଜଳଯୋଗାଣ ଅଚଳ ହୋଇଥିବାରୁ ତାହାର କାର୍ଯ୍ୟ ଜରି ରହିଛି ତେଣୁ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପଞ୍ଚାୟତର ସମୀକ୍ଷା ସମୟରେ ସରପଞ୍ଚ ଦିବାକର ମିଶ୍ର, ନିର୍ବାହୀଯନ୍ତ୍ରୀ ସୁଶାନ୍ତ କୁମାର ପଣ୍ଡା, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପୂର୍ଣ୍ଣ ରାଉତ ଓ ସମସ୍ତ ୱାର୍ଡସଭ୍ୟ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!