Tuesday, December 16, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ସଭା

by ସଞ୍ଜୟ ସ୍ୱାଇଁ
August 4, 2024
in Nayagarh, State
ଦୁଇ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ସଭା
514
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ ଅନ୍ତର୍ଗତ ଗମ୍ଭାରିଡିହି ପଞ୍ଚାୟତର ବାଲୁଙ୍କେଶ୍ୱର ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଦୁଇ ଶିକ୍ଷକଙ୍କୁ ଆଜି ଅବସରକାଳୀନ ସମ୍ବର୍ଦ୍ଧନା କରାଯାଇଛି । ସ୍କୁଲର ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଉକ୍ତ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ଭଞ୍ଜ କିଶୋର ମହାପାତ୍ର ଓ ହିନ୍ଦି ଶିକ୍ଷକ ଗଣନାଥ ମାଝି ଗତ କାଲି ଅବସର ନେଇଛନ୍ତି । ଆଜି ସେମାନଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଉକ୍ତ ଦୁଇ ଶିକ୍ଷକ ସ୍କୁଲ ପାଇଁ ବହୁ ସୁନାମ ଅର୍ଜନ କରିଥିବା ଅତିଥି ମାନେ ବକ୍ତବ୍ୟ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ବୁଦ୍ଧିଜିବୀ ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!