Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ

by Anil Panda
October 2, 2020
in Nayagarh
ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ
301
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ସୂଚନା ଓ ଲୋକ ସଂପର୍କ ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ସକାଳ ୪ଘଟିକା ସମୟରେ ଡାକବାଜି ଯନ୍ତ୍ର ଯୋଗେ ରାମଧୂନ ଗାନ କରାଯାଇ ସହର ପରିକ୍ରମା କରାଯାଇଥିଲା । ପରେ ପରେ ସକାଳ ୯ଘଟିକା ସମୟରେ ତ୍ରିନାଥ ଛକ ଠାରେ ଥିବା ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ ଯୋଗ ଦେଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ତାଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଉପ ଜିଲ୍ଲାପାଳ ଲଗ୍ନଜିତ ରାଉତ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଟଙ୍କଧର ଭୋଇ, ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନାଙ୍କ ସମେତ ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା ପ୍ରମୂଖ ବ୍ୟକ୍ତିମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରିଶେଷରେ ଜିଲ୍ଲାପାଳ ଡ. ଟୁଡୁ ୧୧ ନମ୍ବର ଓାର୍ଡ଼କୁ ଯାଇ ମା ଫାଉଣ୍ଡେସନ ଦ୍ୱାରା ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଯୋଗଦାନ କରି ବୃକ୍ଷ ରୋପଣ କରିଥିଲେ । ଏହି କାର୍ଯ୍ୟକ୍ରମ କୋଡ଼ିଡ୍ -୧୯ ମାର୍ଗଦର୍ଶିକା ଅନୁଯାୟୀ ପାଳନ କରାଯାଇଥିଲା ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!