Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାନ୍ଧୀ ମଇଦାନ ଠାରେ କ୍ରୀଡା ଉତ୍ସବ ଉଦଯାପିତ

by ସଞ୍ଜୟ ସ୍ୱାଇଁ
January 1, 2024
in Nayagarh, Sports, State
ଗାନ୍ଧୀ ମଇଦାନ ଠାରେ କ୍ରୀଡା ଉତ୍ସବ ଉଦଯାପିତ
18
VIEWS
Share on FacebookShare on Twitter

ଦଶପଲ୍ଲା, (ବାଘୁଆବାର୍ତ୍ତା): ଓଡିଶା ସରକାରଙ୍କ କ୍ରୀଡା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ଆୟୋଜିତ ନୂଆ-ଓ କ୍ରୀଡା ଉତ୍ସବ ରବିବାର ଦିନ ଦଶପଲ୍ଲା ଏନଏସି ଅନ୍ତର୍ଗତ ଗାନ୍ଧୀ ମଇଦାନଠାରେ ଉଦଯାପିତ ହୋଇଛି। ବିଧାୟକ ରମେଶ ଚନ୍ଦ୍ର ବେହେରା ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଥିଲେ |

ବ୍ଳକ ଅଧ୍ୟକ୍ଷା ସୁନନ୍ଦା ସାହୁ, ବିଡିଓ ସଞ୍ଜୟ କୁମାର ଆଚାର୍ଯ୍ୟ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସାମନ୍ତ ବିଶ୍ୱମ୍ଭର ମହାପାତ୍ରଙ୍କ ସମେତ ମାନ୍ଯଗଣ୍ଯ ଅତିଥି ଉପସ୍ଥିତ ଥିଲେ। ପୂର୍ବତନ ଜିଲ୍ଲା ଶିକ୍ଷା କ୍ରୀଡା ନିରୀକ୍ଷକ ତ୍ରିନାଥ ସାହୁ ସଂଯୋଜନା କରିଥିଲେ। ସୂଚନା ଯୋଗ୍ଯ ଯେ, ୨୮ ରୁ ୩୧ ତାରିଖ ପର୍ଯ୍ୟନ୍ତ କ୍ରୀଡା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା ।

ଗାନ୍ଧୀ ମଇଦାନ ସମେତ ଡିହଗାଁ ପଞ୍ଚାୟତର ଜାନିସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଖେଳପଡ଼ିଆ, ମଧ୍ଯଖଣ୍ଡ ମେଡିକାଲ ପଡିଆ, ଖମାରସାହି ପଞ୍ଚାୟତର ବାଘୁଆବେରେଣୀ ଖେଳ ପଡ଼ିଆ ଠାରେ ପ୍ରତିଯୋଗୀତାରେ ଅଂଶ ଗ୍ରହଣ କରିଥିଲେ । ଫୁଟବଲ୍ ସମେତ କ୍ରିକେଟ୍, ଭଲିବଲ୍, କବାଡି ଆଦି ପ୍ରତିଯୋଗୀତାରେ ପ୍ରତିଯୋଗୀମାନେ ଅଂଶ ଗ୍ରହଣ କରି ଥିଲେ । ଉଦଯାପନୀ ଉତ୍ସବରେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା |

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!