Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାଇଦରକୁ କାହିଁକି ହେଲା ଏନକାଉଣ୍ଟର

by ସଞ୍ଜୟ ସ୍ୱାଇଁ
July 26, 2021
in Crime, State
ହାଇଦରକୁ କାହିଁକି ହେଲା ଏନକାଉଣ୍ଟର
136
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କୁଖ୍ୟାତ ଗ୍ୟାଙ୍ଗଷ୍ଟାର ହାଇଦର ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି । ଗ୍ୟାଙ୍ଗଷ୍ଟାର ହାଇଦରକୁ କାହିଁକି ଏନକାଉଣ୍ଟର କରାଯାଇଥିଲା ବୋଲି ପ୍ରଶ୍ନ ଉଠିଛି । ଏହାକୁ ନେଇ ଖୁଲାସା କରିଛନ୍ତି ଇନପେକ୍ଟର ଗଙ୍ଗାଧର ସସିନୀ । ସେ କହିଛନ୍ତି ଯେ, ‘ସୁରକ୍ଷାକର୍ମୀଙ୍କଠାରୁ ଏକେ-୪୭ ବନ୍ଧୁକ ଛଡ଼ାଇ ନେଇଥିଲା ହାଇଦର । ବନ୍ଧୁକ ଛଡାଇବା ପରେ ସେ କିଛି ବାଟ ଦୌଡ଼ି ପଳାଇଥିଲା । ବନ୍ଧୁକକୁ କକ୍ କରି ପୋଲିସକୁ ଧମକାଇ ଥିଲା ଗ୍ୟାଙ୍ଗଷ୍ଟାର ହାଇଦର । ସିମୁଳିଆ ଥାନାରେ ଇନପେକ୍ଟରଙ୍କ ଏତଲାକୁ ନେଇ ଆଲୋଡ଼ନ ସୃଷ୍ଟି ହୋଇଛି । ବନ୍ଧୁକ ଛଡ଼ାଇ ନେବା ପରେ ହାଇଦର କହିଥିଲା ଯେ, ‘ଏକ ବାର ଫରାର ହୁଆଥା ତୁମ ଲୋଗ ମୁଝେ ହାଇଦ୍ରାବାଦ ସେ ପକଡ଼ କେ ଲେଆଏ ଥେ । ଇସବାର ଫରାର ହୁଙ୍ଗା ତୋ ମୁଝେ ପକଡ଼ ନେହିଁ ପାଓଗେ । ପାସ ଆଓଗେ ତୋ ମେଁ ଗୋଲି ମାର ଦୁଙ୍ଗା ।’ ହାଇଦରର ଏପରି ଧମକ ଶୁଣିବା ପରେ ଏସଆଇ ଅସିତ ରଞ୍ଜନ ଜେନା ନିଜ ବନ୍ଧୁକରୁ ୩ଟି ଚଳାଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!