Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଣିଆ ବ୍ଲକସ୍ତରୀୟ ବିଜ୍ଞାନ ମେଳା

by ସଞ୍ଜୟ ସ୍ୱାଇଁ
December 9, 2019
in Education, State
ଗଣିଆ ବ୍ଲକସ୍ତରୀୟ ବିଜ୍ଞାନ ମେଳା
82
VIEWS
Share on FacebookShare on Twitter

ଗଣିଆ, (ବାଘୁଆବାର୍ତ୍ତା) : ଗଣିଆ ବ୍ଲକ ପଦ୍ମନାଭ ଉଚ୍ଚ ବିଦ୍ୟାଳୟ,ଆଡ଼କଟା ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇ ଯାଇଛି । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଜିଲ୍ଲାପାଳ ଡ.ପୋମା ଟୁଡୁ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଶିବ ଶଙ୍କର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ବିଜ୍ଞାନ ମେଳା ଗୋଟିଏ ଦିନରେ ସୀମିତ ନ ରହିବାକୁ ଶିକ୍ଷକମାନଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ବିଜ୍ଞାନ ହିଁ ଛାତ୍ର ଛାତ୍ରୀ ମାନଙ୍କୁ ଉଚିତ ବାଟ ଦେଖାଇ ପାରିବ ଏଥିରେ ସନ୍ଦେହ ନାହିଁ ବୋଲି ମୁଖ୍ୟ ଅତିଥି ବର୍ଣ୍ଣନା କରିଥିଲେ । ଉଦଯାପନୀ ଉତ୍ସବରେ ବ୍ଲକ ଶିକ୍ଷା ଅଧିକାରୀ ପ୍ରଶନ୍ନ କୁମାର ଦାଶଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଶେଷଦେବ ସ୍ୱାଇଁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଆଡକଟା ସରପଞ୍ଚ ବୀର କିଶୋର ଜେନା,ସମିତି ସଭ୍ୟ ଚନ୍ଦ୍ର ଶେଖର ସାହୁ,ସଂଗଠନ ସମ୍ପାଦକ ତଥା ଆଡକଟା ପଦ୍ମନାଭ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ମନୋଜା ମଞ୍ଜରୀ ସାହୁ,ବିଦ୍ୟାଳୟର ପ୍ରତିଷ୍ଠାତା ରଘୁନାଥ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ କୃତ୍ତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!