Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତାରେ ଜଳିଗଲା ଧାନ ବୋଝେଇ ଟ୍ରକ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର 

by ସଞ୍ଜୟ ସ୍ୱାଇଁ
December 8, 2024
in Accident, Breaking, Nayagarh, Technology, Toursimi
ରାସ୍ତାରେ ଜଳିଗଲା ଧାନ ବୋଝେଇ ଟ୍ରକ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର 
58
VIEWS
Share on FacebookShare on Twitter

ଗଣିଆ, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାର ଗଣିଆ ରୁ ପୁରୁଣା କଟକ ଯାଉଥିବା ଏକ ଧାନ ବୋଝେଇ ଆଇଚର ଟ୍ରକ ଗଣିଆ ନିକଟସ୍ଥ ମାଛୁଆ ନିକଟରେ ସଟ୍ ସର୍କିଟ ଯୋଗୁ ରାତି ୮ ଟା ବେଳେ ରାସ୍ତାରେ ଜଳି ଯାଇଛି । ଖବର ପାଇ ଗଣିଆ ଦମକଳବାହିନୀ ଆସି ନିଆଁ କୁ ଆୟତ୍ତ କରିଥିଲେ । ଘଟଣାସ୍ଥଳରେ ଗଣିଆ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରିଥିବା ଜଣାପଡିଛି । ତେବେ ଡ୍ରାଇଭର ଜଣକ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଗାଡିଟିର ଇଞ୍ଜିନ ସଂପୂର୍ଣ୍ଣ ଜଳିପୋଡି ଯାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!