Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଣିଆ ପଂଚାୟତ ଦୁଇ ଦିନ ସଟ୍‌ଡାଉନ୍

by Anil Panda
July 25, 2020
in Breaking, Nayagarh
ଗଣିଆ ପଂଚାୟତ ଦୁଇ ଦିନ ସଟ୍‌ଡାଉନ୍
1.1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଗଣିଆ ପଂଚାୟତରୁ ଗତକାଲି ୩ ଜଣ ସାଧାରଣ ଜନତା, କିଶୋର ଚନ୍ଦ୍ର ବିଦ୍ୟାପୀଠ ସଂଗରୋଧ କେନ୍ଦ୍ରରୁ ଜଣେ ବ୍ୟକ୍ତି ଏବଂ ଗଣିଆ ଥାନା ଅଧିକାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ଗଣିଆ ସରପଂଚ ସସ୍ମିତା ଲେଙ୍କା ଗଣିଆ ପଂଚାୟତକୁ ୪୮ ଘଣ୍ଟିଆ ସଟ୍‌ଡାଉନ୍ ଘୋଷଣା କରିଛନ୍ତି । ୨୭ ତାରିଖ ସକାଳ ୬ ଘଟିକାଠାରୁ ୨୯ ତାରିଖ ସକାଳ ୬ ଘଟିକା ପର୍ଯ୍ୟନ୍ତ ଗଣିଆ ପଂଚାୟତକୁ ସରପଂଚ ସଟ୍‌ଡାଉନ୍ ଘୋଷଣା କରିଥିବା ବେଳେ ୩୦ ତାରିଖ ସାପ୍ତାହିକ ହାଟକୁ ଗୋଷ୍ଠୀ ସଂକ୍ରମଣ ଏବଂ ସାମାଜିକ ଦୂରତା କାରଣ ପାଇଁ ବନ୍ଦ କରାଯାଇଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!