ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଜଣେ ସ୍ୱାସ୍ଥ୍ୟ କର୍ମୀଙ୍କୁ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଉକ୍ତ ଅଂଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଏହି ଅଂଚଳରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି ଗଣିଆ ସରପଂଚ ଶସ୍ମିତା ଲେଙ୍କା ମଙ୍ଗଳବାର ସକାଳ ୭ ଘଙ୍କିକାଠାରୁ ଶୁକ୍ରବାର ସକାଳ ୭ ଘଟିକା ପର୍ଯ୍ୟନ୍ତ ସଟ୍ଡାଉନ୍ ଘୋଷଣା କରିଛନ୍ତି ।





