Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପୁଳ ପରିମାଣର ଗଞ୍ଜେଇ ସହ କଣ୍ଟେନର ଜବତ, ଡ୍ରାଇଭର ଅଟକ

by ସଞ୍ଜୟ ସ୍ୱାଇଁ
June 30, 2021
in Crime, State
ବିପୁଳ ପରିମାଣର ଗଞ୍ଜେଇ ସହ କଣ୍ଟେନର ଜବତ, ଡ୍ରାଇଭର ଅଟକ
147
VIEWS
Share on FacebookShare on Twitter

ଉଦଳା, (ବାଘୁଆବାର୍ତ୍ତା): ଅଭିନବ ଉପାୟରେ ଗଞ୍ଜେଇ ଚୋରା ଚାଲାଣ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ରାକ୍ସା ଛକରେ ଧରାପଡିଲା ଗଞ୍ଜେଇ ବୋଝେଇ କଣ୍ଟେନର । ଗାଡି ଡ୍ରାଇଭର ଅଟକ । ଜିଲ୍ଲା ବାହାରକୁ ଚୋରା ଚାଲାଣ ହେଉଥିବା ବେଳେ ବୀରାମହାରାଜପୁର ଦ୍ଵାରା କଣ୍ଟେନର ଜବତ ହୋଇଛି । କଣ୍ଟେନର ଉପରେ ଖାଲି ଅଖାବସ୍ତା ତଳେ କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ ଚୋରାଚାଲାଣ ହେଉଥିଲା । କଣ୍ଟେନର ଡ୍ରାଇଭର ଅଟକ । ଗଞ୍ଜେଇ କେତେ ପରିମାଣର ହେବା ତାହା ଜଣା ପଡିନାହିଁ । ବୌଦ୍ଧ ଜିଲ୍ଲା କଣ୍ଟାମାଲ ଅଞ୍ଚଳରୁ ରାଞ୍ଚି ଗଞ୍ଜେଇ ଚୋରା ଚାଲାଣ ହେଉଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡିଛି ଘଟଣାସ୍ଥଳରେ ବୀରାମହାରାଜପୁର ଏସଡିପିଓ, ଆଇଆଇସି ଓ ମାଜିଷ୍ଟ୍ରେଟ୍ ଉପସ୍ଥିତ ଅଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!