Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୨ କ୍ୱିଣ୍ଟାଲ ୪ କେଜି ଗଞ୍ଜେଇ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
July 10, 2021
in Crime, State
୧୨ କ୍ୱିଣ୍ଟାଲ ୪ କେଜି ଗଞ୍ଜେଇ ଜବତ, ୨ ଗିରଫ
40
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ଟ୍ରକ ଉପରେ କଦଳୀ ବୋଝେଇ ହୋଇଥିବା ବେଳେ ଭିତରେ ଥିବା କୋଟିଏ ଟଙ୍କାର ଜିନିଷ। ଖବର ପାଇ କୋରାପୁଟ ଜିଲ୍ଲା ସୁନାବେଡା ପୁଲିସ୍‌ ଚଢ଼ାଉ କରି ଜବତ କଲା ୧୨ କ୍ୱିଣ୍ଟାଲ ୪ କେଜି ଗଂଜେଇ । ଏହି ଘଟଣାରେ ପୁଲିସ୍‌ ଗଞ୍ଜେଇ ସହ ଟ୍ରକ୍‌କୁ ଜବତ କରିଥିବା ବେଳେ ୨ ଜଣଙ୍କୁ ଗିରଫ କରିଛି।। ଗିରଫ ୨ଜଣ ହେଲେ ଝାରଖଣ୍ଡର ରାଜୀବ କୁମାର ମାହତୋ ଓ ବିହାରର ରମଣ କୁମାର । ସୂଚନାଯୋଗ୍ୟ, ଏହି ଗଂଜେଇ ଜଲାପୁଟ ଅଞ୍ଚଳରୁ ବିହାରକୁ ଚାଲାଣ କରାଯାଉଥିଲା । ପୁଲିସ୍‌ ନଜରରୁ ବଞ୍ଚିବା ପାଇଁ କଦଳି ବୋଝେଇ ଟ୍ରକ ମଧ୍ୟରେ ଏହାକୁ ଚାଲାଣ କରାଯାଉଥିଲା। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ ବେଳେ ୧୨ କ୍ୱିଣ୍ଟାଲ ୪ କେଜି ଗଂଜେଇ ଜବତ ହୋଇଥିବା ସୁନାବେଡା ଏସଡିପିଓ ମନୋଜ କୁମାର ବେହେରା ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!