Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫ୍ଲାଇଙ୍ଗ୍ ସ୍କ୍ୱାଡ୍‌ର ଚଢାଉ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
June 21, 2021
in Crime, State
ଫ୍ଲାଇଙ୍ଗ୍ ସ୍କ୍ୱାଡ୍‌ର ଚଢାଉ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
168
VIEWS
Share on FacebookShare on Twitter

ଖୋର୍ଦ୍ଧା (ବାଘୁଆବାର୍ତ୍ତା): ଟାଙ୍ଗୀ ଡ୍ରିମସ ଛକରେ ଅବକାରୀ ଫ୍ଲାଇଙ୍ଗ ସ୍କ୍ବାଡ୍ ର ଚଢାଉ । ୮ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ। ସୋମବାର ସକାଳ ସମୟରେ ଟାଙ୍ଗୀ ଡ୍ରିମ୍ସ ଛକରେ ଟାଟା ଟିଗର ଗାଡିରୁ ୬୩ କେ.ଜି. ଗଞ୍ଜେଇ ଜବତ ହୋଇଛି । ଏହି ଗଞ୍ଜେଇ ଫୁଲବାଣୀରୁ ଯାଜପୁରକୁ ଚାଲାଣ ହେଉଥିଲା। ଏଥିରେ ସଂପୃକ୍ତ ଥିବା ଦୁଇ ଅଭିଯୁକ୍ତ ରାଜେଶ କୁମାର ବେହେରା ଓ ଶିବ କୁମାର ବେହରାଙ୍କୁ ଅବକାରୀ ଫ୍ଲାଇଙ୍ଗ ସ୍କ୍ବାଡ୍ ପକ୍ଷରୁ ଗିରଫ କରାଯାଇଛି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!