Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟୋଲଗେଟ ନିକଟରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
June 24, 2021
in Crime, State
ଟୋଲଗେଟ ନିକଟରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
178
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଟାଙ୍ଗୀ ଟୋଲଗେଟ ନିକଟରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ। ଗୋଟିଏ ପିକଅପ ଭ୍ୟାନ୍‌ ସମେତ ଜଣେ ଗିରଫ। ରାଜ୍ୟ ଅବକାରୀ ବିଭାଗ ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ମହାସିନ୍ଧୁ ଦାସ । ଗୋଟିଏ ପିକଅପ ଭ୍ୟାନରେ ଗଜପତିରୁ ପୂର୍ବ ମେଦିନାପୁରକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିଲା। କୌଣସି ସୂତ୍ରରୁ ଖବର ପାଇ ଟାଙ୍ଗି ଟୋଲ ଗେଟ୍ ନିକଟରେ ଅବକାରୀ ବିଭାଗ ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ଚଢାଉ କରିଥିଲେ। ପିକଅପ ଭ୍ୟାନରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିବା ସହ ଜଣକୁ ଗିରଫ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!