Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪୧ କେଜି ଗଞ୍ଜେଇ ଜବତ, ଜଣେ ଗିରଫ, ଭଞ୍ଜନଗରରୁ ଖୋର୍ଦ୍ଧା ହେଉଥିଲା ଚାଲାଣ

by ସଞ୍ଜୟ ସ୍ୱାଇଁ
December 14, 2023
in Crime, Nayagarh, State
୪୧ କେଜି ଗଞ୍ଜେଇ ଜବତ, ଜଣେ ଗିରଫ, ଭଞ୍ଜନଗରରୁ ଖୋର୍ଦ୍ଧା ହେଉଥିଲା ଚାଲାଣ
262
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଭଞ୍ଜନଗରରୁ ଭୁବେନେଶ୍ୱରକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡି ବସିଲା ରଣପୁର ପୋଲିସ | ରଣପୁର କୋଟଗଡ଼ ଘାଟି ନିକଟରେ ଚଢ଼ାଉ କରି ଗଞ୍ଜେଇ ଜବତ କଲା ରଣପୁର ପୋଲିସ | ଗୋଟିଏ ଟାଟା ଟିଆଗୋ କାର ସହ ୪୧ କେଜି ଗଞ୍ଜେଇ ଜବତ କରିଛି ରଣପୁର ପୋଲିସ | ଏହାସହ ଚୋରା ଚାଲାଣ ଅଭିଯୋଗରେ ଜଣେ ଯୁବକକୁ ଗିରଫ କରିଛି ରଣପୁର ପୋଲିସ | ଅଭିଯୁକ୍ତର ନାମ ସରୋଜ କୁମାର ସାହୁ, ଘର ପୁରୀ ଜିଲ୍ଲା ପିପିଲି ଅଞ୍ଚଳରେ ବୋଲି ଜଣା ପଡିଛି | ଅଭିଯୁକ୍ତ ସରୋଜ ରିତି ମତ ଭାବେ ଗଞ୍ଜେଇ ଚୋରା ଚାଲାଣ କରି ଆସୁଥିଲା |

ଏ ନେଇ ରଣପୁର ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ରଣପୁର ଥାନା ଅଧିକାରୀଙ୍କ ନିହାର ରଞ୍ଜନ ମହାନ୍ତିଙ୍କ ନିର୍ଦ୍ଦେଶରେ ସୁନାଖଳା ଫାଣ୍ଡି ଅଧିକାରୀ ପ୍ରୀତି ପ୍ରକାଶ ମହାନ୍ତି ନେତୃତ୍ୱରେ ସଦଳ ବଳେ କୋଟାଗଡ଼ ଘାଟି ନିକଟ ପାର୍କ ଠାରେ ଛକି ରହିଥିଲା | ସେହି ଠାରୁ ରଣପୁର ପୋଲିସ କାର ସହ ୪୧ ଜବତ ଜବତ କରି ଅଭିଯୁକ୍ତକୁ ଗିରଫ କରିଛି | ଜବତ ଗଞ୍ଜେଇର ଆନୁମାନିକ ବଜାର ମୂଲ୍ୟ ଦେଢ଼ ଲକ୍ଷ ହେବ ବୋଲି ଶରଣକୂଳ ଏସ.ଡି.ପି.ଓ ସୁଧାକର ସାହୁ ପ୍ରେସ ମିଟ୍ ରେ ସୂଚନା ଦେଇଛନ୍ତି | ଗିରଫ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି | ପ୍ରେସ ମିଟ୍ ରେ ରଣପୁର ଆଇ.ଆଇ.ସି ନିହାର ରଞ୍ଜନ ମହାନ୍ତି, ସୁନାଖଳା ଫାଣ୍ଡି ଅଧିକାରୀ ପ୍ରତି ପ୍ରକାଶ ମହାନ୍ତି ଓ ଥାନାର ଅନ୍ୟ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ |

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!