Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

OSRTC ବସରେ ଚାଲିଥିଲା ଗଞ୍ଜେଇ ଚାଲାଣ

by ସଞ୍ଜୟ ସ୍ୱାଇଁ
April 29, 2025
in Crime, State
OSRTC ବସରେ ଚାଲିଥିଲା ଗଞ୍ଜେଇ ଚାଲାଣ
118
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): OSRTC ବସରେ ଚାଲିଥିଲା ଗଞ୍ଜେଇ ଚାଲାଣ । ରାତିଅଧିଆ ଚଢାଉ ବେଳେ ଜବତ ହେଲା ଗଞ୍ଜେଇ। ବୌଦ୍ଧ ସହରର ମେଡିକାଲ ଛକରେ ପୋଲିସ ଚଢ଼ାଉ କରି ବସ୍ ତନଖି ପରେ ୪ ଟି କପଡ଼ା ବ୍ୟାଗ୍ ରେ ବାହାରିଲା ଗଞ୍ଜେଇ। ବସ୍ ଷ୍ଟାଫ୍ ସମେତ ସନ୍ଦିଗ୍ଧଙ୍କୁ ଅଟକ ରଖି ତଦନ୍ତ କରୁଛି ପୋଲିସ। ଖବର ଅନୁଯାୟୀ, OSRTC ବସଟି ବ୍ରହ୍ମପୁରରୁ ଝାରସୁଗୁଡ଼ା ଯାଉଥିବା ଜଣାପଡ଼ିଛି। ବସରେ ଫୁଲବାଣୀ ରୁ ବୌଦ୍ଧ ଦେଇ ବାହାରକୁ ଗଞ୍ଜେଇ ଚାଲାଣ ହେଉଥିବା ନେଇ SDPO କୌଣସି ସୂତ୍ରରୁ ଖବର ପାଇ ରାତି ଅଧିଆ ମେଡିକାଲ ଛକ ରେ ଚଢାଉ କରିଥିଲେ । OSRTC ବସ୍ କୁ ଅଟକାଇ ତନଖି କରିଥିବା ବେଳେ ବସ୍ ରୁ ୪ ଟି କପଡ଼ା ବ୍ୟାଗ୍ ରେ ଗଞ୍ଜେଇ ଥିବା ଦେଖିବାକୁ ମିଳିଥିଲା । ବ୍ୟାଗ୍ ଗୁଡିକରେ ଛୋଟ ଛୋଟ ପ୍ୟାକେଟ କରି ଗଞ୍ଜେଇ ଥିବା ଦେଖିବାକୁ ମିଳିଥିଲା। ସରକାରୀ ବସ୍ ରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ବସ୍ ଷ୍ଟାଫ୍ ଙ୍କ ମଧ୍ୟ ଏହି ଗଞ୍ଜେଇ ଚାଲାଣ ରେ ସଂପୃକ୍ତ ରହିଥିବା ସନ୍ଦେହ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!