Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

by ସଞ୍ଜୟ ସ୍ୱାଇଁ
April 12, 2025
in Crime, State
ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ
67
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ବରଗଡ଼ରୁ ବିପୁଳ ପରିମାଣର ଗଞ୍ଜେଇ ଜବତ। ଚୋରା ଚାଲାଣ ଅଭିଯୋଗରେ ୪ ଗିରଫ। ହଳଦୀପାଲି ଛକ ନିକଟରୁ ଏହି ଗଞ୍ଜେଇ ଜବତ ହୋଇଛି। ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କା ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ବୌଦ୍ଧ ଜିଲ୍ଲାରୁ ରାୟପୁରକୁ ଗଞ୍ଜେଇ ଚାଲାଣ ହେଉଥିବା ନେଇ ବରଗଡ଼ ଟାଉନ ଥାନା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଗଞ୍ଜେଇ ବେପାରୀଙ୍କୁ ଧରିବା ପାଇଁ ପୋଲିସ ଛକି ବସିଥିଲା। ଶନିବାର ସକାଳେ ହଳଦୀପାଲି ଛକରେ ପୋଲିସ ସେମାନଙ୍କୁ କାବୁ କରିବାରେ ସଫଳ ହୋଇଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଗଞ୍ଜେଇ ସହ ବ୍ୟବହାର ହୋଇଥିବା ୨ଟି ଗାଡ଼ି ଓ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କା ବୋଲି ଜଣାପଡ଼ିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ବୌଦ୍ଧ ଜିଲ୍ଲାର ସଞ୍ଜିତ ଖଟୁଆ, ବିଶିଷ୍ଟ ପ୍ରଧାନ, ସୁଦାମ ବାଗ, ବରଗଡ଼ ଜିଲ୍ଲା ଅମ୍ବାଭୋନା ଅଞ୍ଚଳର ଦୀପକ୍ ଦୋରା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!