Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଞ୍ଜେଇ ଓ ଅଟୋ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
April 17, 2025
in Crime, Nayagarh, State
ଗଞ୍ଜେଇ ଓ ଅଟୋ ଜବତ, ୨ ଗିରଫ
318
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଟାଉନଥାନା ପୁଲିସ ଏକ ଅଟୋରୁ ୨୧ କେଜି ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ରଣପୁର ଥାନା ଖତିଆ ଗ୍ରାମର ଭୋବନା ସ୍ୱାଇଁ ଓ ସନାତନ ସ୍ୱାଇଁ । ପୁଲିସ ଜାତୀୟ ରାଜପଥ ଉପରେ ଗାଡ଼ି ଯାଞ୍ଚ କରୁଥିବା ସମୟରେ ଏହି ଦୁଇ ବ୍ୟକ୍ତି ଏକ ଅଟୋ ସାହାର୍ଯ୍ୟରେ ଗଞ୍ଜେଇ ଧରି ଆସୁଥିଲେ । ପୁଲିସ ତାଙ୍କ ଗାଡ଼ି ଯାଞ୍ଚ କରିବା ପରେ ଅଟୋ ଏବଂ ଗଞ୍ଜେଇ ଜବତ କରିଛି । ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!