Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
April 28, 2025
in Crime, State
୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ
59
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଠମଲ୍ଲିକ ଅବକାରୀ ବିଭାଗକୁ ମିଳିଲା ସଫଳତା । ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ । ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି ଅବକାରୀ ଟିମ୍ । ଗଞ୍ଜେଇ ଚାଲାଣକାରୀ ଦୁଇ ଜଣ ବୌଦ୍ଧ ଜିଲ୍ଲାର ସୁରଥ ଉର୍ମା ଓ ବିହାର ରାଜ୍ୟର ଭାକିଲ ବିଣ୍ଡ ବୋଲି ଜଣା ପଡିଛି । ସୂଚନା ମୁତାବକ, ବୌଦ୍ଧ ଜିଲ୍ଲାରୁ ବିପୁଳ ପରିମାଣର ଗଞ୍ଜେଇ ଆଠମଲ୍ଲିକ ଦେଇ ଅନୁଗୁଳ ଭୁବନେଶ୍ୱର ଓ ରାଜ୍ୟ ବାହାରକୁ ଚାଲାଣ ହେଉଛି । ତେବେ ସୋମବାର ଏକ ପିକଅପ୍ ଗାଡ଼ିରେ ପରିବା ସହ ୫୫ କେଜି ଗଞ୍ଜେଇ ତାଲାଣ ହେଉଥିଲା । ଏନେଇ ଖବର ପାଇ ମହାନଦୀ ରାସ୍ତା ନିକଟରେ ଦୁଇ ଜଣ ଙ୍କୁ ଧରିଛି ଅବକାରୀ ଟିମ୍ । ତାଙ୍କ ପାଖରୁ ୫୫ କେଜି ୭୩୦ ଗ୍ରାମର ଗଞ୍ଜେଇ ଜବତ କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!