Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନାଥ ଶିଶୁଙ୍କ ନିକଟତର ହେଲେ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
June 5, 2021
in Planning and Development, State
ଅନାଥ ଶିଶୁଙ୍କ ନିକଟତର ହେଲେ ଜିଲ୍ଲାପାଳ
101
VIEWS
Share on FacebookShare on Twitter

ସାନଖେମୁଣ୍ଡି (ବାଘୁଆବାର୍ତ୍ତା): ତିନି ଅନାଥ ଶିଶୁଙ୍କ ନିକଟରେ ପହଞ୍ଚିଲେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ସିଧାସଳଖ ତିନି ଶିଶୁଙ୍କ ସହ ଆଲୋଚନା କରିଛନ୍ତି । ପିଲାଙ୍କ ଅନଲାଇନ ପାଠପଢା ଯୋଗୁଁ ନୋଟ୍ ପ୍ୟାଡ୍ ଦିଆଯିବ । ମୁଖ୍ୟମନ୍ତ୍ରୀଙ୍କ ନିଜସ୍ବ ପାଣ୍ଠିରୁ ୧୦ ହଜାର, ରେଡ଼କ୍ରସରୁ ୨୦ ହଜାର, ଗୁରୁକଲ୍ୟାଣ ପାଣ୍ଠିରୁ ୧୫ ହଜାର ପ୍ରଦାନ କରାଯାଇଛି । ଆଗାମୀ ଦିନରେ ସମସ୍ତ ସରକାରୀ ଯୋଜନାରେ ସେମାନଙ୍କୁ ଅନ୍ତର୍ଭୁକ୍ତ କରାଯିବ ବୋଲି ଜିଲ୍ଲାପାଳ ପ୍ରତିଶ୍ରୁତି ଦେଇଛନ୍ତି । ଏହି ଅବସରରେ ସାନଖେମୁଣ୍ଡି ତହସିଲଦାର ବିଡ଼ିଓ, ଗୋଷ୍ଠୀ ଶିକ୍ଷା ଅଧିକାରୀ, ସିଆରସିସି, କିଛି ଶିକ୍ଷକ ସ୍ଥାନୀୟ ସରପଞ୍ଚ ଓ ସମିତି ସଭ୍ୟ ଉପସ୍ଥିତ ଥିଲେ । ଉକ୍ତ ଘଟଣାକୁ ନେଇ ଜିଲ୍ଲାପାଳଙ୍କୁ କୁ ପ୍ରଶଂସା କରିଛନ୍ତି ଜନସାଧାରଣ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!