Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଜ୍ଜା ; ନାବାଳିକାକୁ ଗଣଦୁଷ୍କର୍ମ

by ସଞ୍ଜୟ ସ୍ୱାଇଁ
January 31, 2021
in Crime, State
‘ଆହାର’କର୍ମଚାରୀଙ୍କ ଆହାର ଥୋପ, ଭିନ୍ନକ୍ଷମ ନାବାଳିକା ଗର୍ଭବତୀ
176
VIEWS
Share on FacebookShare on Twitter

ଗଞ୍ଜାମ,(ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲାରେ ଲଜ୍ଜାକର ଘଟଣା ଘଟିଯାଇଛି । ଜଣେ ନାବାଳିକାକୁ ଦୁର୍ଷ୍କମ ପ୍ରରେ ପ୍ରମାଣ ନଷ୍ଟ କରିବାକୁ ଯାଉ ଉକ୍ତ ନାବାଳିକା ହତ୍ୟା ଉଦ୍ୟମ କରିଥିବା ଭଳି ସାଂଘାତିକ ଘଟଣା ଘଟିଛି । ନାବାଳିକା ଜଣଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ପ୍ରଥମେ ବ୍ରହ୍ମପୁର ବଡ଼ ମେଡିକାଲ ଓ ପରେ କଟକ ଏସ୍ସିବି ମେଡିକାଲରେ ଚିକିତ୍ସା ଚାଲିଥିବା ସୂଚନା ମିଳିଛି । ସୂଚନାନୁସାରେ, ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅ ଳରେ ଜଣେ ନାବାଳିକାକୁ ଅଭିଯୁକ୍ତମାନେ ବଳପୂର୍ବକ ଉଠାଇ ନେଇ ଗଣଦୁଷ୍କର୍ମ କରିଥିଲେ, ଏଥିରେ ନାବାଳିକା ଜଣକ ପ୍ରତବାଦ କରିବାରୁ ମାଂସ ଲୋଭୀ ନରରାକ୍ଷାସମାନେ ନାବାଳିକାର ମୁଣ୍ଡ, କାନ ଓ ମୁହଁକୁ ଇଟାରେ ଛେଚି ହତ୍ୟା ଉଦ୍ୟମ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ନାବାଳିକା ଜଣଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ସେ କଟକ ଏସ୍ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ ସ୍ଥାନୀୟ ପୁଲିସ୍ ପହ ô ତଦନ୍ତ ଆରମ୍ଭ କରି ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ୍ କରିଥିବା ବ୍ରହ୍ମପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୂଚନା ଦେଇଛନ୍ତି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!