Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଲପିଜି ସିଲିଣ୍ଡର ମୂଲ୍ୟ : ୧୨୫ ବଢିବା ପରେ କମିଲା ମାତ୍ର ଟ.୧୦

by ସଞ୍ଜୟ ସ୍ୱାଇଁ
March 31, 2021
in Feature News
ଏଲପିଜି ସିଲିଣ୍ଡର ମୂଲ୍ୟ : ୧୨୫ ବଢିବା ପରେ କମିଲା ମାତ୍ର ଟ.୧୦
143
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଚଳିତ ଏପର୍ଯ୍ୟନ୍ତ ରୋଷେଇ ଗ୍ୟାସ (ଏଲପିଜି) ମୂଲ୍ୟ ପ୍ରାୟ ୧୨୫ ଟଙ୍କା ବଢିଥିବା ବେଳେ ଆଜି ପ୍ରଥମ ଥର ପାଇଁ ଦର ହ୍ରାସ ପାଇଛି ।  ଏଲପିଜି ଦର ସିଲିଣ୍ଡର ପିଛା ମାତ୍ର ୧୦ ଟଙ୍କା  ହ୍ରାସ ପାଇଛି । ଏହି ଦର ଏପ୍ରିଲ ୧ରୁ ଲାଗୁ ହେବ । ଏଣୁ ଏହି ସାମାନ୍ୟ ପରିମାଣର ହ୍ରାସ ସାଧାରଣ ଖାଉଟିଙ୍କୁ ଯେ ଆଶ୍ବସ୍ତ କରିବ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏହି ହ୍ରାସ ପରେ ଦିଲ୍ଲୀରେ ଏକ ୧୪.୨ କିଲୋଗ୍ରାମ ବିଶିଷ୍ଟ ଏଲପିଜି ସିଲିଣ୍ଡରର ମୂଲ୍ୟ ୮୦୯ ଟଙ୍କାକୁ ହ୍ରାସ ପାଇବ । ସେହିପରି କୋଲକତାରେ ଏହା ଟ.୮୩୫କୁ ହ୍ରାସ ପାଇବ ।ଅନ୍ତର୍ଜାତୀୟ ବଜାରରେ ଗ୍ୟାସ ଦର ବୃଦ୍ଧି ଯୋଗୁଁ ତେଲ କମ୍ପାନିମାନେ ଗତ ମାର୍ଚ୍ଚ ମାସ ପହିଲାଠାରୁ ଏଲପିଜି (୧୪.୨ କିଗ୍ରା) ସିଲିଣ୍ଡର ପିଛା ୨୫ ଟଙ୍କା ବୃଦ୍ଧି କରିଥିଲେ । ସେହିପରି ଫେବ୍ରୁଆରି ମାସରେ ଏଲପିଜି ସିଲିଣ୍ଡର ଦର ୧୦୦ ଟଙ୍କା ବୃଦ୍ଧି ପାଇଥିଲା । ଗତ ବର୍ଷ ଡିସେମ୍ବର ମାସରେ ମଧ୍ୟ ଏଲପିଜି ଦର ଦୁଇଥର ବଢିଥିଲା । ଏବେ ଗତ କିଛି ଦିନ ହେଲା ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ହ୍ରାସ ପାଉଥିବାରୁ ପେଟ୍ରୋଲ, ଡିଜେଲ ଦର କମିବା ଆରମ୍ଭ କରିଛି । ସେହିପରି ଗ୍ୟାସ ଦର ମଧ୍ୟ ଆଗକୁ କମିବ ବୋଲି ବିଶେଷଜ୍ଞମାନେ କହୁଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!