Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିନ୍ମୟ ମିଶନ ପକ୍ଷରୁ ୧୧ରେ ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା

by ସଞ୍ଜୟ ସ୍ୱାଇଁ
January 3, 2025
in Nayagarh, State
ଚିନ୍ମୟ ମିଶନ ପକ୍ଷରୁ ୧୧ରେ ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା
122
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଚିନ୍ମୟ ମିଶନ, ନୟାଗଡ଼ ଶାଖା ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶ୍ରୀମଦଭାଗବତଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଚଳିତ ମାସ ୧୧ ତାରିଖରେ ପିଟିଏସ ରୋଡ଼ରେ ଅବସ୍ଥିତ ଭାରତ ବିକାଶ ପରିଷଦ ଭବନରେ ଅନୁଷ୍ଠିତ ହେବ। ଜୁନିୟର ଏବଂ ସିନିୟର ଦୁଇଟି ବିଭାଗରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଚିନ୍ମୟ ମିଶନ ପକ୍ଷରୁ ପ୍ରମାଣ ପତ୍ର ସହିତ ପୁରସ୍କୃତ କରାଯିବ। ଏ ନେଇ ଏକ ପ୍ରସ୍ତୁତି ବୈଠକ ଚିନ୍ମୟ ମିଶନ, ନୟାଗଡ଼ ଶାଖା ସଭାପତି ସୁରେନ୍ଦ୍ରନାଥ ମହାପାତ୍ରଙ୍କ ପୌରୋହିତ୍ୟରେ ଭାରତ ବିକାଶ ପରିଷଦ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମିଶନ ସଂଯୋଜିକା ଶ୍ରାବଣୀ ମିଶ୍ର, ଅର୍ଥ ସଚିବ ପ୍ରଦୀପ କୁମାର ସାହୁଙ୍କ ସମେତ ସଦସ୍ୟ ଉଦୟନାଥ ନାୟକ, ଅରୁଣ କୁମାର ମହାନ୍ତି,ପ୍ରସନ୍ନ କୁମାର ବସନ୍ତିଆ,ପ୍ରଫୁଲ କୁମାର ନାୟକ,ରବୀନ୍ଦ୍ର ନାଥ ମହାପାତ୍ର, ସତ୍ୟରଞ୍ଜନ ଦାଶ,ପଦ୍ମଚରଣ ସାହୁ, ପ୍ରଦୀପ୍ତ ସାହୁ ଏବଂ ଲକ୍ଷ୍ମୀଧର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ସଦସ୍ୟ ସତ୍ୟରଞ୍ଜନ ଦାଶ ଧନ୍ୟବାଦ ପ୍ରଦାନ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!