Thursday, June 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ” କାର୍ଯ୍ୟ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
March 22, 2025
in Nayagarh, State
ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ” କାର୍ଯ୍ୟ ଅନୁଷ୍ଠିତ
424
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ” ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକ ଅତିଥି ଅଧିକାରୀଙ୍କ ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ମୁଖ୍ୟ ଅତିଥି ରୂପେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଡକ୍ଟର ପୂଜାର୍ଚ୍ଚନା ମୁଣ୍ଡ ଉପସ୍ଥିତ ରହି ଶିଶୁଙ୍କର ଔପରଚାରିକ ଓ ଅନୌପଚାରିକ ଶିକ୍ଷ୍ୟା ବିଷୟରେ ଅଭିଭାଷଣ ପ୍ରଦାନ କରିଥିଲେ ।

ଶିଶୁ ଭାଇ ଭଉଣୀଙ୍କ ଦ୍ୱାରା ସାମୁହିକ କଣ୍ଠ ସଙ୍ଗୀତ ଗାନ କରାଯାଇଥିଲା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ୩୪ ଜଣ ଅଭିଭାବକ ଓ ଅଭାବିକା ଓ ୩୦ ଜଣ ଉପସ୍ଥିତ ରହି କାର୍ଯ୍ୟ କ୍ରମକୁ ସଫଳ କରିଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟର କୋଷାଧ୍ୟକ୍ଷ ସସ୍ମିତା ନାୟକ, ନୟାଗଡ଼ ଜିଲ୍ଲା ପ୍ରମୁଖ (ଶିକ୍ଷା ବିକାଶ ସମିତି ଓଡିଶା) ହରେକୃଷ୍ଣ ମୁଦୁଲି, ସଭାପତି କେଶବ ରାଉତ ଯୋଗ ଦେଇଥିଲେ । ପରିଶେଷରେ ବିଦ୍ୟାଳୟର ସଭାପତି ଧନ୍ୟବାଦ ଅର୍ପଣ କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!