Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଅଘଟଣ, ଛାତ୍ରୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କଲେ କିଛି ଯୁବକ

by ସଞ୍ଜୟ ସ୍ୱାଇଁ
February 20, 2025
in Crime, State
‘ବାଘୁଆବାର୍ତ୍ତା’ ଖବର ଉତ୍ତାରିଲେ ହେବ ମାମଲା
36
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): କିଟ୍‌ ପରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ । ଗୋଟିଏ ପଟେ ସାରା କିଟ୍‌ ବିଶ୍ୱବିଦ୍ୟାଳୟରେ ଜଣେ ଛାତ୍ରୀ ଆତ୍ମହତ୍ୟା କରିଥିବା ଘଟଣା ରାଜ୍ୟରେ ହୁଲସ୍ତୁଲ କରୁଥିବା ବେଳେ ଏବେ ସମ୍ବଲପୁର ବିଶ୍ୱବିଦ୍ୟାଳୟରୁ ଆଉ ଏକ ଘଟଣା ସାମ୍ନାକୁ ଆସିଛି । ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ଛାତ୍ରୀ ଜଣକ ମେଟାକନୀ ମନ୍ଦିରର ପଛପଟ ପଡିଆରୁ ଉଦ୍ଧାର କରାଯାଇଛି । ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ଉଦ୍ଧାର ପରେ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯିବ ସହ ପୋଲିସ ତଦନ୍ତ ଜାରି ରଖିଛି । ଖବର ଅନୁଯାୟୀ, ବୁର୍ଲା ସହର ମେଟାକାନୀ ମନ୍ଦିର ପଛପଟେ ଥିବା ପଡିଆରେ କିଛି ଯୁବକ ଜଣେ ଯୁବତୀଙ୍କୁ ଆକ୍ରମଣ କରୁଥିବାର ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ତେବେ ସ୍ଥାନୀୟ ଲୋକେ ପାଟି କରିବା ପରେ ଯୁବକମାନେ ଛାଡି ପଳାଇଥିଲେ । ଯୁବତୀ ଜଣକ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଲାଇବ୍ରେରୀ ସାଇନ୍ସର ଛାତ୍ରୀ ବୋଲି ଜାଣିବାକୁ ପାଇଥିଲେ । ତେବେ ସଙ୍ଗେ ସଙ୍ଗେ ପୋଲିସକୁ ଖବର ଦେବା ପରେ ପୋଲିସ ପହଞ୍ଚି ଛାତ୍ରୀଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥା ଉଦ୍ଧାର କରି ମେଡିକାଲ ନେଇଛି । ମୁଣ୍ଡରେ ଆଘାତ ଥିବା ବେଳେ ସିଟି ସ୍କାନ କରାଯାଇଛି । ସେପଟେ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!