Wednesday, July 9, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକା ଗଣଦୁଷ୍କର୍ମ ମାମଲା, ୫ ଗିରଫ

by ସଞ୍ଜୟ ସ୍ୱାଇଁ
October 31, 2024
in State
ନାବାଳିକା ଗଣଦୁଷ୍କର୍ମ ମାମଲା, ୫ ଗିରଫ
103
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀ ଭୁବନେଶ୍ୱରରେ ନାବାଳିକା ଗଣ ଦୁଷ୍କର୍ମ ମାମଲାରେ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ । ୧୦ ତାରିଖ ବିଳମ୍ବିତ ରାତିରେ ଘଟିଥିଲା ଘଟଣା । ଦୁଷ୍କର୍ମ କରି ଫେରାର ହୋଇଯାଇଥିଲେ ଅଭିଯୁକ୍ତ । ଗତକାଲି ଭୁବନେଶ୍ୱରରେ ଚଢ଼ାଉ କରିଥିଲା ପୋଲିସ । ୩ ଜଣଙ୍କୁ ପୋଲିସ କାବୁ କରିଥିବା ବେଳେ ୨ ଜଣ ଖସିଯାଇଥିଲେ। ଫେରାର ଦୁଇ ଅଭିଯୁକ୍ତଙ୍କୁ ଆଜି ଗିରଫ କରିଛି ପୋଲିସ । ଅଭିଯୁକ୍ତମାନେ ଦୁଷ୍କର୍ମ ବେଳର ଭିଡିଓ ଭାଇରାଲ କରିଥିଲେ । ପୀଡିତାଙ୍କ ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ମାମଲା ରୁଜୁ କରିଥିଲା ନୟାପଲ୍ଲୀ ପୋଲିସ ।

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025
ଓଏଏସ୍ ଅଫିସରକୁ ଆକ୍ରମଣ ଘଟଣା:କାର୍ଯ୍ୟବନ୍ଦ କଲା ନୟାଗଡ ଓଏଏସ୍ ସଂଘ

ଓଏଏସ୍ ଅଫିସରକୁ ଆକ୍ରମଣ ଘଟଣା:କାର୍ଯ୍ୟବନ୍ଦ କଲା ନୟାଗଡ ଓଏଏସ୍ ସଂଘ

July 1, 2025
ପୁରୀ ଯାଉଥିଲେ ତିନି ଯୁବତୀ; ଚାପିଦେଲା ସରକାରୀ ବସ୍‌

ପୁରୀ ଯାଉଥିଲେ ତିନି ଯୁବତୀ; ଚାପିଦେଲା ସରକାରୀ ବସ୍‌

June 28, 2025
ହୃଦଘାତରେ ଆଖି ବୁଜିଲେ ‘କାଣ୍ଟା ଲଗା ଗାର୍ଲ’ ଶେଫାଳି

ହୃଦଘାତରେ ଆଖି ବୁଜିଲେ ‘କାଣ୍ଟା ଲଗା ଗାର୍ଲ’ ଶେଫାଳି

June 28, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!